ଜମ୍ମ କାଶ୍ମୀର: ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କୁ ଗୃହବନ୍ଦୀରୁ ଖୁବଶୀଘ୍ର ମିଳିବ ମୁକ୍ତି । ଛଅ ମାସ ପରେ ମୁକୁଳିବେ । ଗତ ଫେବ୍ରୁଆରୀ ମାସରୁ ସେ ନଜରବନ୍ଦୀରେ ଅଛନ୍ତି । ଅଗଷ୍ଟ ୫ ତାରିଖରେ କେନ୍ଦ୍ର ସରକାର ଜମ୍ମୁ କାଶ୍ମୀରରୁ ଧାରା-୩୭୦ ଉଚ୍ଛେଦ କରିଥିଲେ। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ତାପୂର୍ବ ଦିନ ରାତି ଅର୍ଥାତ ଅଗଷ୍ଟ ୪ ତାରିଖରୁ ଓମାର ଅବଦୁଲ୍ଲାଙ୍କୁ ନଜରବନ୍ଦୀରେ ରଖାଯାଇଛି । ନିକଟରେ ତାଙ୍କ ବାପା ତଥା ନ୍ୟାସନାଲ୍ କନଫରେନ୍ସ ନେତା ଫାରୁକ ଅବଦୁଲ୍ଲାଙ୍କୁ ମୁକ୍ତି କରାଯାଇଥିଲା। ଏବେ ବି ପିଡିପି ମୁଖ୍ୟ ମେହବୁବା ମୁଫତି ଗୃହବନ୍ଦୀରେ ଅଛନ୍ତି ।
BREAKING NEWS
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
Comments are closed.