ଜମ୍ମ କାଶ୍ମୀର: ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କୁ ଗୃହବନ୍ଦୀରୁ ଖୁବଶୀଘ୍ର ମିଳିବ ମୁକ୍ତି । ଛଅ ମାସ ପରେ ମୁକୁଳିବେ । ଗତ ଫେବ୍ରୁଆରୀ ମାସରୁ ସେ ନଜରବନ୍ଦୀରେ ଅଛନ୍ତି । ଅଗଷ୍ଟ ୫ ତାରିଖରେ କେନ୍ଦ୍ର ସରକାର ଜମ୍ମୁ କାଶ୍ମୀରରୁ ଧାରା-୩୭୦ ଉଚ୍ଛେଦ କରିଥିଲେ। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ତାପୂର୍ବ ଦିନ ରାତି ଅର୍ଥାତ ଅଗଷ୍ଟ ୪ ତାରିଖରୁ ଓମାର ଅବଦୁଲ୍ଲାଙ୍କୁ ନଜରବନ୍ଦୀରେ ରଖାଯାଇଛି । ନିକଟରେ ତାଙ୍କ ବାପା ତଥା ନ୍ୟାସନାଲ୍ କନଫରେନ୍ସ ନେତା ଫାରୁକ ଅବଦୁଲ୍ଲାଙ୍କୁ ମୁକ୍ତି କରାଯାଇଥିଲା। ଏବେ ବି ପିଡିପି ମୁଖ୍ୟ ମେହବୁବା ମୁଫତି ଗୃହବନ୍ଦୀରେ ଅଛନ୍ତି ।
BREAKING NEWS
- କକ୍ରୋଚକୁ ଟକ୍କର ଦେବ ଲାଲ୍ ହିଟ୍ ଜନତା ପାର୍ଟି…
- ଆସନ୍ତା ୨ ଦିନ ଯାଏଁ ଝଡ଼ବର୍ଷା ସମ୍ଭାବନା
- Maa Manikeswari’s Chhatar Yatra:ସଂପନ୍ନ ହେଲା ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ବିଶ୍ୱାସ ନାଁରେ ପଡ଼ିଲା ହଜାର ହଜାର ବଳି
- ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ ପରେ ବଢ଼ିଲା ସଲମାନଙ୍କ ସୁରକ୍ଷା
- ଇକ୍ୱାଡର ଚର୍ଚ୍ଚରେ ଲାଇଭ୍-ଷ୍ଟ୍ରିମ୍ ପ୍ରାର୍ଥନା ସମୟରେ ବଡ଼ ଦୁର୍ଘଟଣା: କାନ୍ଥରୁ ଖ୍ରୀଷ୍ଟଙ୍କ ପ୍ରତିମା ଖସିପଡ଼ିବାରୁ ପାଦ୍ରୀଙ୍କ ମୃତ୍ୟୁ
- Lashkar-e-Taiba terrorist Muhammad Sarwar:ଲାହୋରରେ ଲସ୍କରର ଶୀର୍ଷ କମାଣ୍ଡରର ମୃତ୍ୟୁ; ଥିଲା ହାଫିଜ ସଇଦର ଘନିଷ୍ଠ ସହଯୋଗୀ
- ୫୪ ବର୍ଷରେ ବରିଷ୍ଠ ସାମ୍ବାଦିକ ବିଭୂତି ପତିଙ୍କ ଦେହାନ୍ତ
- ଗୁଳିମାଡ଼ ଘଟଣା ପରେ ଏକନାଥ ସିନ୍ଧେଙ୍କ ଆଗରେ କଣ କହିଲେ ଟାଇଗର ?
- ବଲିଉଡ ଅଭିନେତା ଟାଇଗର ଶ୍ରଫ୍ଙ୍କୁ ଗୁଳିମାଡ଼ ଘଟଣା: ୧୬ ଘଣ୍ଟା ଭିତରେ ୩ ଅଭିଯୁକ୍ତ ଗିରଫ
- ସୁଜାତା କାର୍ତ୍ତିକେୟନଙ୍କ ଡିପ୍ଫେକ୍ ଭିଡିଓକୁ ନେଇ ରାଜନୀତି ସରଗରମ; କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

Comments are closed.