ପୁରୀ: ଆସିଛି ନୂଆବର୍ଷ ୨୦୨୧ । ବାଲୁକା କଳାରେ ନବବର୍ଷର ଶୁଭେଚ୍ଛା । ପୁରୀ ବେଳାଭୂମିରେ ସୁନ୍ଦର ଓ ଆକର୍ଷଣୀୟ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ । ଏହାସହ ପ୍ରଭୁ ଜଗନ୍ନାଥଙ୍କ ପାଖରେ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ।
ଏହି ବାଲୁକା କଳା ନିର୍ମାଣ କରିବା ପାଇଁ ମାନସ ସାହୁଙ୍କୁ ୭ଘଣ୍ଟା ସମୟ ଲାଗିଥିଲା । ଏଥିରେ ବ୍ୟବହାର ହୋଇଛି ୫ଟନ୍ ବାଲି । ବାଲୁକା କଳାରେ ମାଧ୍ୟମେ ମାନସ ବାର୍ତ୍ତା ଦେଇଛନ୍ତି ଯେ, ନୂଆବର୍ଷରେ ସବୁ କଷ୍ଟ ଦୂର ହେବ ଓ ଆମେ ପୁଣି ଥରେ ହସିବା ।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.