Latest Odisha News

BREAKING NEWS

ବାଲୁକା କଳାରେ ନୂବବର୍ଷର ଶୁଭେଚ୍ଛା

ପୁରୀ: ଆସିଛି ନୂଆବର୍ଷ ୨୦୨୧ । ବାଲୁକା କଳାରେ ନବବର୍ଷର ଶୁଭେଚ୍ଛା । ପୁରୀ ବେଳାଭୂମିରେ ସୁନ୍ଦର ଓ ଆକର୍ଷଣୀୟ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ । ଏହାସହ ପ୍ରଭୁ ଜଗନ୍ନାଥଙ୍କ ପାଖରେ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ।
ଏହି ବାଲୁକା କଳା ନିର୍ମାଣ କରିବା ପାଇଁ ମାନସ ସାହୁଙ୍କୁ ୭ଘଣ୍ଟା ସମୟ ଲାଗିଥିଲା । ଏଥିରେ ବ୍ୟବହାର ହୋଇଛି ୫ଟନ୍ ବାଲି । ବାଲୁକା କଳାରେ ମାଧ୍ୟମେ ମାନସ ବାର୍ତ୍ତା ଦେଇଛନ୍ତି ଯେ, ନୂଆବର୍ଷରେ ସବୁ କଷ୍ଟ ଦୂର ହେବ ଓ ଆମେ ପୁଣି ଥରେ ହସିବା ।

Leave A Reply

Your email address will not be published.