Latest Odisha News

ନ୍ୟୁଜିଲାଣ୍ଡ୍‌ରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା

ନୂଆଦିଲ୍ଲୀ: ତିନି ଦିନ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ନ୍ୟୁଜିଲାଣ୍ଡ। ଫେବୃଆରୀ ପରଠାରୁ ପ୍ରଥମ ଥର ପାଇଁ କରୋନା ମାମଲା ଚିହ୍ନଟ ହେବା ପରେ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ ତିନି ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି।

ମଙ୍ଗଳବାର ୱେଲିଙ୍ଗଟନ୍‌ରେ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜି ରାତି ମଧ୍ୟରାତ୍ରିରେ ଲକଡାଉନ୍ ପ୍ରକ୍ରିୟା ଆରମ୍ଭ ହେବ। ଚିହ୍ନଟ ହୋଇଥିବା କରୋନା ମାମଲା ଅତ୍ୟଧିକ ସଂକ୍ରାମକ ଡେଲଟା ପ୍ରଜାତି ବୋଲି ଅନୁମାନ କରାଯାଉଛି ବୋଲି ସେ କହିଛନ୍ତି।

Comments are closed.