ଜଗତସିଂହପୁର : ଟ୍ରାକ୍ଟର ଧକ୍କାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଶଙ୍ଖେଶ୍ୱର ଗାଁରେ ଏପରି ଅଘଟଣ ଘଟିଛି । ଲକ୍ଷ୍ମୀ ମୂର୍ତ୍ତି ଭସାଣ ବେଳେ ଟ୍ରାକ୍ଟର ମାଡିଯାଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଛି।। ମୃତକ ବଡ଼ ଜିଗଲ ଗାଁର ବାବୁଲି ଦାସ । ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ମଣିଜଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।ଶଙ୍ଖେଶ୍ୱର ବଡ଼ ଜିଗଲ ଗାଁରେ ଗଜଲକ୍ଷ୍ମୀ ମୂର୍ତ୍ତି ଭସାଣ ପାଇଁ ଶୋଭାଯାତ୍ରା ଚାଲିଥିବା ବେଳେ ମେଢ଼ ଯାଉଥିବା ଟ୍ରାକ୍ଟରଟି ବାବୁଲିଙ୍କ ଉପରେ ଚଢ଼ି ଯାଇଥିଲା ।
BREAKING NEWS
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
Comments are closed.