ଜଗତସିଂହପୁର : ଟ୍ରାକ୍ଟର ଧକ୍କାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ। ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଶଙ୍ଖେଶ୍ୱର ଗାଁରେ ଏପରି ଅଘଟଣ ଘଟିଛି । ଲକ୍ଷ୍ମୀ ମୂର୍ତ୍ତି ଭସାଣ ବେଳେ ଟ୍ରାକ୍ଟର ମାଡିଯାଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଛି।। ମୃତକ ବଡ଼ ଜିଗଲ ଗାଁର ବାବୁଲି ଦାସ । ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ମଣିଜଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।ଶଙ୍ଖେଶ୍ୱର ବଡ଼ ଜିଗଲ ଗାଁରେ ଗଜଲକ୍ଷ୍ମୀ ମୂର୍ତ୍ତି ଭସାଣ ପାଇଁ ଶୋଭାଯାତ୍ରା ଚାଲିଥିବା ବେଳେ ମେଢ଼ ଯାଉଥିବା ଟ୍ରାକ୍ଟରଟି ବାବୁଲିଙ୍କ ଉପରେ ଚଢ଼ି ଯାଇଥିଲା ।
BREAKING NEWS
- ଅକ୍ଟୋବର ୨୦ରୁ ଏହି ୪ ମେମୁ ଟ୍ରେନ୍ ବାତିଲ…
- କମିଶନରେଟ ପୋଲିସର ‘ଏକ୍ସ’ ଆକାଉଣ୍ଟ ହ୍ୟାକ୍
- ବଢ଼ିଲା ଅଡ଼ୁଆ; ଆଉ ୨ ଦିନ ଜେଲରେ ବିତାଇବେ CJPର ଆଶୁତୋଷ ରାଙ୍କା ଓ ସୌରଭ ଦାସ
- ଚଳିତ ବର୍ଷ ନିରାଡମ୍ବର ଭାବେ ଦୁର୍ଗା ପୂଜା ପାଳନ କରିବେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କାହିଁକି…
- ଟାଇଗର ଶ୍ରଫ ଗୁଳିକାଣ୍ଡ ମାମଲାରେ ନୂଆ ଖୁଲାସା; ନାବାଳକ ଅଭିଯୁକ୍ତର ବାପା କହିଲେ – ପୁଅ ଦୁଇ ମାସ ପୂର୍ବରୁ ଘରୁ ଚାଲିଯାଇଥିଲା…
- ଇମ୍ରାନଙ୍କ ପୁଅଙ୍କ ସାକ୍ଷାତକାର ନେଇ ଅଡୁଆରେ ନାସିର ହୁସେନ୍, ମାଇକେଲ ଆର୍ଥଟନ
- ହତ୍ୟା ଯୋଜନା କରିଥିଲେ ବାପା…ପୁଅ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…

Comments are closed.