ଗଞ୍ଜାମ: ବୋମା ଭିଡୁଥିବା ବେଳେ ବିସ୍ଫୋରଣ । ଗଂଜାମ ଜିଲ୍ଲା ବଡଗଡ ଭୀମପୁର ଗାଁରେ ଘଟିଛି ଏଭଳି ଅଘଟଣ । ବଡ ଧରଣର ବିସ୍ଫୋରଣ ଯୋଗୁଁ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଦୁଇ ଜଣ ଗୁୁରୁତର ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।
BREAKING NEWS
- CBSEର ନୂଆ ଅଧ୍ୟକ୍ଷ ପ୍ରଶାନ୍ତ ଲୋଖଣ୍ଡେ ସୀତାରାମ
- ଏସଟି, ଏସସି, ଏସିବିସି ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ବଢିଲା ସିଟ୍ ସଂରକ୍ଷଣ
- କାଶିରା ଗ୍ରାମରେ ଜେଏସଡବ୍ଲୁ ଷ୍ଟିଲ୍ ପକ୍ଷରୁ ସଫେଇ ଅଭିଯାନ
- ହାତୀ ମୃତ୍ୟୁ ଘଟଣା; ଫରେଷ୍ଟର ନିଲମ୍ବିତ, ଜଣଙ୍କୁ କାରଣ ଦର୍ଶାଅ ନୋଟିସ
- ହାର୍ଦ୍ଦିକ, ରୋହିତଙ୍କୁ ଫିଟନେସ ଟେଷ୍ଟ ପ୍ରମାଣିତ କରିବାକୁ କହିଲା ବିସିସିଆଇ
- ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ: ଭାରତୀୟ କ୍ୟାମ୍ପରେ ସାମିଲ ହେଲେ ଆକ୍ୱିବ ନବୀ
- ସାଇରାଜ ବାହୁଟୁଲେ ଭାରତୀୟ କ୍ରିକେଟ୍ ଦଳର ନୂଆ ସ୍ପିନ୍ ପ୍ରଶିକ୍ଷକ
- ଭାରତରେ ଶିଶୁ ମୃତ୍ୟୁ ହାରରେ ସୁଧାର, ଏବେବି ଏହି ରାଜ୍ୟ ସବୁଠାରୁ ଚିନ୍ତାଜନକ ସ୍ଥିତିରେ ରହିଛି
- CBSE ମାମଲାରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଅଧ୍ୟକ୍ଷ ରାହୁଲ ସିଂହ ଏବଂ ସଚିବ ହିମାଂଶୁ ଗୁପ୍ତାଙ୍କୁ ବିଦା କଲେ
- ଅଣ୍ଡରୱେଟ୍ ଶିଶୁଙ୍କ ଜଳଖିଆ ଖର୍ଚ୍ଚ ୧୨ ଟଙ୍କାକୁ ବୃଦ୍ଧି, ୩୫,୦୦୦ ପିଲା ପାଇବେ…
Comments are closed.