ଗଞ୍ଜାମ :ଗଞ୍ଜାମ ପୁରଷୋତ୍ତୋମପୁରରେ ଗୁଳିମାଡ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଲିମାଡ ହୋଇଥିବା ଅଭିଯୋଗ ହୋଇଛି । ଗଞ୍ଜାମ ପୋଲସରା ରାମ୍ପୁଡି ଗାଁ ଠାରେ ଗୁଳିମାଡ ହୋଇଥିବା ସୂଚନା ମିଳିଛି । ଗୁଳିମାଡରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି କାର୍ତ୍ତିକ ଶବର । ଗୁଳିମାଡ କରିଥିବା ଅଭିଯୁକ୍ତ ଫେରାର ହୋଇଯାଇଥିବା ବେଳେ ଅଭିଯୁକ୍ତକୁ ଖୋଜୁଛି ପୋଲିସ ।
BREAKING NEWS
- NCBର ବଡ଼ କାର୍ଯ୍ୟାନୁଷ୍ଠାନ; ୮୧୩କିଲୋ ଗଞ୍ଜେଇ ଜବତ, ତିନି ଗିରଫ
- ବିଜୟ ଉତ୍ସବରେ ଅଘଟଣ; ବାଣ ଫୁଟି କନଷ୍ଟେବଳ ଗୁରୁତର
- Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବ ତାରିଖ ଘୁଞ୍ଚିଲା;୨୨ ନୁହେଁ …
- ବଡ଼ ଧରଣର ଡକାୟତି ଯୋଜନାକୁ ଫେଲ କଲା ପୋଲିସ; ୫ ଡକାୟତ ଗିରଫ
- ଆହୁରି ୩ ଦିନ କଲବଲ କରିବ ଶୀତ…
- Men’s Hockey India League 2026: କଳିଙ୍ଗର କ୍ରମାଗତ ଚତୁର୍ଥ ବିଜୟ ;ପରବର୍ତ୍ତୀ ମ୍ୟାଚ ଭୁବନେଶ୍ବରରେ…
- ମିଚେଲଙ୍କ ଶତକ ଆଗରେ ଫିକା ପଡିଲା ରାହୁଲଙ୍କ ପ୍ରଦର୍ଶନ: ସିରିଜ ବରାବର କଲା ନ୍ୟୁଜିଲାଣ୍ଡ
- ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଉଛି ଉଦୟଗିରିରେ ଆୟୋଜିତ ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ; ବୌଦ୍ଧ ଧର୍ମ ପୁସ୍ତକ ଉନ୍ମୋଚିତ
- ୧୩ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ; ଜଣେ ଅଭିଯୁକ୍ତ ଗିରଫ
- ମଜଭୁତ ହେଉଛି ଭାରତୀୟ ପାସପୋର୍ଟ; ଏବେ ୫୫ ଦେଶରେ ଭିସା ଫ୍ରି ଏଣ୍ଟ୍ରି…
Comments are closed.