ଗଞ୍ଜାମ :ଗଞ୍ଜାମ ପୁରଷୋତ୍ତୋମପୁରରେ ଗୁଳିମାଡ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଲିମାଡ ହୋଇଥିବା ଅଭିଯୋଗ ହୋଇଛି । ଗଞ୍ଜାମ ପୋଲସରା ରାମ୍ପୁଡି ଗାଁ ଠାରେ ଗୁଳିମାଡ ହୋଇଥିବା ସୂଚନା ମିଳିଛି । ଗୁଳିମାଡରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତି ଜଣକ ହେଉଛନ୍ତି କାର୍ତ୍ତିକ ଶବର । ଗୁଳିମାଡ କରିଥିବା ଅଭିଯୁକ୍ତ ଫେରାର ହୋଇଯାଇଥିବା ବେଳେ ଅଭିଯୁକ୍ତକୁ ଖୋଜୁଛି ପୋଲିସ ।
BREAKING NEWS
- ଫେସବୁକ୍-ଇନଷ୍ଟାଗ୍ରାମରେ ଚାଲିଛି ଶିଶୁ ଯୌନ ଶୋଷଣ ବିଜ୍ଞାପନ! କେନ୍ଦ୍ର ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ
- Weapons in Space: ଅନ୍ତରୀକ୍ଷରେ ଆମେରିକାର ଅସ୍ତ୍ର! ରୁଷ-ଚୀନକୁ ବଡ଼ ଚେତାବନୀ, ମହାକାଶରେ ଆରମ୍ଭ ହେବ କି ନୂଆ ଯୁଦ୍ଧ?
- ଚିନ୍ତାରେ ପାକ୍ ସରକାର : ପେଟ୍ରୋଲ ପାଇଁ “ଲକ୍ ଡାଉନ୍ “ଭଳି ଆଗକୁ ବ୍ୟବସ୍ଥା
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ
- Powerful Bombs: ଆହୁରି ଭୟଙ୍କର ହୋଇପାରେ ଇରାନ ଯୁଦ୍ଧ? ଇସ୍ରାଏଲକୁ ୪୦ ହଜାର ବମ୍ ଦେବେ ଟ୍ରମ୍ପ!
- ଓରାଙ୍ଗଉଟାନ୍ଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ବିଶେଷଜ୍ଞ ଟିମ୍
- ମୋଦୀଙ୍କୁ ସାହାଯ୍ୟ ମାଗିବାର କିଛି ଦିନ ଭିତରେ ମିଳିଲା ନ୍ୟାୟ: ସମାଧାନ ହେଲା ମୁମ୍ବାଇର ବହୁ ଚର୍ଚ୍ଚିତ ଜମି ବିବାଦ ମାମଲା
- କୁକୁର ନା ବିରାଡ଼ି କାମୁଡ଼ା, କିଏ ଅଧିକ ବିପଜ୍ଜନକ? ଜାଣନ୍ତୁ ଏନେଇ କ’ଣ କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
- ଆକାଶରେ ଫାଟିଲା ଟାୟାର, ବିମାନ ଭିତରେ ଖସିପଡ଼ିଲା ଛାତ: ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି ଛାତିଥରା ଭିଡିଓ
- ସଲମାନଙ୍କ ଦୁଃଖ ଭରା ପୋଷ୍ଟ ନା ଆଗାମୀ ଫିଲ୍ମ ‘ସିକନ୍ଦର’ର ପ୍ରମୋସନ୍? ସୋସିଆଲ୍ ମିଡିଆରେ ଚର୍ଚ୍ଚା ଜୋର

Comments are closed.