କାମାକ୍ଷାନଗର : ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳରେ ଚାଲିଗଲା ଶିକ୍ଷକଙ୍କ ଜୀବନ । ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା ତରାଜଙ୍ଗ ଗାଁ କାଜୁ ଜଙ୍ଗଲ ନିକଟରେ କାର ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଶିକ୍ଷକଙ୍କ ମୃତ୍ୟୁ ହୋଇଯାଇଛି ।ମୃତ ଶିକ୍ଷକ ଜଣକ ହେଉଛନ୍ତି ତରାଜଙ୍ଗ ଗାଁ ର ପ୍ରକାଶ କୁମାର ସେଠୀ।ପ୍ରକାଶ କଙ୍କଡାହାଡ କେରେଜୋଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ।ସେ ଆଜି ନିଜ ଡ୍ୟୁଟି ସାରି ଘରକୁ ଫେରିବା ସମୟରେ ଏକ କାର ଧକ୍କା ଦେଇଥିଲା।ଘଟଣା ସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡି ଯାଇଥିଲା।ଏନେଇ କାମାକ୍ଷାନଗର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
BREAKING NEWS
- Iran tensions: ଇସ୍ରାଏଲ ଯାତ୍ରା ନେଇ ଆଡଭାଇଜରୀ ଜାରି କଲା ଭାରତ
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
- ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…
- ପାଲକ ପନିରକୁ ନେଇ ବିବାଦ, ଭାରତୀୟ ଛାତ୍ରଙ୍କୁ ମିଳିଲା ୧.୮ କୋଟି…
- Indian coast guard: ଭାରତୀୟ ଜଳସୀମାରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଡଙ୍ଗା ଜବତ, ୯ ଗିରଫ
- ଇରାନରେ ବଢୁଛି ହିଂସା; କାଲିଠୁ ଉଦ୍ଧାର ହେବେ ଭାରତୀୟ..
- group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ
- ଆଉ ଜଣେ ଠକ ଡାକ୍ତର ଗିରଫ; ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକେଇ
- ଘରେ ଅଗ୍ନିକାଣ୍ଡ ଘଟି ତିନି ଜଣ ଶିଶୁଙ୍କ ସମେତ ୬ଜଣ ଜୀବନ୍ତ ଦଗ୍ଧ
- ୧୯ ବର୍ଷରୁ କମ ବିଶ୍ୱକପ କ୍ରିକେଟ: ଆମେରିକାକୁ ହରାଇ ବିଜୟ ଅଭିଯାନ ଆରମ୍ଭ କଲା ଭାରତ
Comments are closed.