ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡା ଜିଲ୍ଲା ଆଳି ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ । ନଦୀରେ ଗାଧୋଉଥିବା ବେଳେ ଏକା ସଙ୍ଗେ ଦୁଇ ଜଣଙ୍କୁ ଟାଣିନେଲା କୁମ୍ଭୀର । ଏଭଳି ଅଭାବନୀୟ ଘଟଣା ଘଟିଛି ବରୁଣା ପଞ୍ଚାୟତ ପାରି ମୁକୁନ୍ଦପୁର ଗାଁରେ । ସୂଚନାଯୋଗ୍ୟ ଯେ, ଖରସ୍ରୋତା ନଦୀରେ ୧୬ବର୍ଷର ବାଳକ ରୁଦ୍ର ନାରାୟଣ ବେହେରାଙ୍କୁ କୁମ୍ଭୀର ଟାଣି ନେଇଥିବା ବେଳେ ୩୦ ବର୍ଷର ଯୁବକ ଲିପନ ବେହେରାଙ୍କୁ ଉଦ୍ଧାର କରାଯାଇଛି । ଆହତ ଲିପନ ବେହେରାଙ୍କୁ ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ରୁଦ୍ର ନାରାୟଣଙ୍କୁ ଉଦ୍ଧାର ପାଇଁ ଦମକଳ ବାହିନୀର କର୍ମଚାରୀମାନେ ଉଦ୍ୟମ ଜାରି ରଖିଛନ୍ତି ।
BREAKING NEWS
- ବାଂଲାଦେଶରେ ଉତ୍ତେଜନା; ପୋଲିସ ହେପାଜତରେ ଆୱାମୀ ଲିଗ୍ ନେତାଙ୍କ ମୃତ୍ୟୁ
- ବିସିବିର ଆଉ ଏକ ମିଛ ଧରିଲା ଆଇସିସି
- ଫେବୃଆରୀ ୧ରେ ଆସିବ କେନ୍ଦ୍ରୀୟ ବଜେଟ, ରବିବାର ହେବ…
- Jagdeep Dhankhar Hospitalised At AIIMS: ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏମ୍ସରେ ଭର୍ତ୍ତି; ଗତ ସପ୍ତାହରେ ଦୁଇଥର ଅଚେତ…
- ବସ୍ ସହ ସ୍କୁଟିର ହେଲା ଧକ୍କା ,ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
- ରହିବନି କୋଟା ଓ ଆରଏସି; ବନ୍ଦେ ଭାରତ ସ୍ଲିପର ଟ୍ରେନରେ ମିଳିବ ଏହି ସୁବିଧା…
- କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍ଘାଟିତ
- କୋହଲି ଅହଙ୍କାରୀ କି ନୁହେଁ କହିଲେ ସାଥୀ ଖେଳାଳି
- କୋର୍ଟକୁ ଆସିଲେନି ପିୟୂଷ
- ୬୯ତମ ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶା ରନର୍ସଅପ୍
Comments are closed.