Latest Odisha News

BREAKING NEWS

ଓଡ଼ିଶାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂଖ୍ୟା ୧୪୩ ଛୁଇଁଲା

ଭୁୁବନେଶ୍ୱର: ଓଡ଼ିଶାରେ ଆଉ ଜଣେ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହ ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୪୩ରେ ପହଞ୍ଚିଛି ।ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ସମ୍ପୃକ୍ତ ବ୍ୟକ୍ତି ଜଣକ ବାଲେଶ୍ବର ସହରର ହୋଇଥିବା ବେଳେ ତାଙ୍କୁ  ମିଶାଇ ଏଠାରେ କରୋନା ପଜିଟିଭଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି ।

ତେବେ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ଯୋଗୁଁ ଏହା ପ୍ରଶାସନ ପାଇଁ ଚିନ୍ତାର ବିଷୟ ପାଲଟିଛି।

 

Leave A Reply

Your email address will not be published.