Latest Odisha News

BREAKING NEWS

ରାଉରକେଲାରେ ଚିହ୍ନଟ ହେଲେ ଆଉ ଜଣେ କରୋନା ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି

ଭୁବନେଶ୍ୱର: ରାଉରକେଲାରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୪କୁ ବୃଦ୍ଧି ପାଇଛି ।

ଏହି ଆକ୍ରାନ୍ତ ଜଣକ କୋଲକାତା ଫେରନ୍ତା ଏବଂ ତାଙ୍କୁ ୪୯ ବର୍ଷ । ସେ କୋଲକାତାରୁ ଫେରିବା ପରେ କ୍ୱାରେଣ୍ଟାଇନରେ ରହିଥିବା ନେଇ ଆଜି ସନ୍ଧ୍ୟାରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.