Latest Odisha News

BREAKING NEWS

ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ମୋଟ ସଂଖ୍ୟା ୫୬ ଛୁଇଁଲା

ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥି ସହ ମୋଟ ପଜିଟିଭଙ୍କ ସଂଖ୍ୟା ୫୩ରେ ପହଞ୍ଚିଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୫୬୪ ଟି ସ୍ୱାବ ନମୁନା ପରୀକ୍ଷା ହୋଇଥିବା ବେଳେ ଜଣେ ପଜିଟିଭ ବାହାରିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ବର୍ତ୍ତମାନ ଚିକିତ୍ସିତ ହେଉଥିବା ୧୮ଜଣ କରୋନା ପଜିଟିଭ ବ୍ୟକ୍ତି ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବା ବେଳେ ୩୭ ଜଣ ଚିକିତ୍ସାଧୀନ ଅଛନ୍ତି । ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.