ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ଏବେ ଜଣଙ୍କ ପରେ ଜଣଙ୍କ ଜୀବନ ନେଉଛି କରୋନା। ଗତ ୨୪ ଘଣ୍ଟାରେ ୧୦୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୩ କୁ ବୃଦ୍ଧି ପାଇଛି। ମୃତକ ଜଣକ ହେଉଛନ୍ତି ପୁରୀ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ବୃଦ୍ଧ। ସୂଚନାଅନୁସାରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୨୦୫ ଅକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୬୭୩ ଜଣ ସୁସ୍ଥ ଅଛନ୍ତି।
BREAKING NEWS
- ଘରୋଇ ବସ୍ ମାଲିକ ସଂଘର ଧର୍ମଘଟ ଡାକରା ପ୍ରତ୍ୟାହୃତ
- କଟକ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପରେ ନୂଆ ରୂପ ପାଇବ ନଦୀକୂଳ: ମୁଖ୍ୟମନ୍ତ୍ରୀ
- ପଲାଶଙ୍କ ବିରୋଧରେ ୪୦ ଲକ୍ଷର ଠକେଇ ଅଭିଯୋଗ
- ରଣଜୀ ଟ୍ରଫି: ଓଡିଶାର ବ୍ୟାଟିଂ ବିପର୍ଯ୍ୟୟ
- ପୁଣି ବିଜେଡିକୁ ଫେରିବେକି ଅରବିନ୍ଦ? ବିଧାୟକଙ୍କ ନିଲମ୍ବନ ଉପରେ ପୁନର୍ବିଚାର କରାଯିବ କହିଲେ ସମର୍ଥକ…
- ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ୍ କଲେ ମନ୍ତ୍ରୀ ସୁରେଶ ପୂଜାରୀ
- ନିଟ୍-ଏମଡିଏସ୍ ଏବଂ ନିଟ୍-ପିଜି ପରୀକ୍ଷା ପାଇଁ ତାରିଖ ଘୋଷଣା
- Universe Destruction Signs: କିଛି ନୂଆ ବିପଦର ସଂକେତ ଦେଉଛି କି ମହାକାଶ? ସୂର୍ଯ୍ୟ ପରି ତାରାର ହଠାତ୍ ମଳିନ ପଡିଗଲା ଚମକ୍, ବୈଜ୍ଞାନିକମାନେ ଦେଖିଲେ କିଛି ରହସ୍ୟମୟ ଘଟଣା…
- ଝିଅ ହେବାରୁ ବୋହୂକୁ ନିଆଁ ଲଗାଇ ଦେଲେ ଶ୍ୱଶୁର, ଅଳ୍ପକେ ବର୍ତ୍ତିଲେ…
- ସିଡିଏ ଜମି ଜାଲିଆତି ମାମଲା; ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା କହିଲେ ବିଭାଗୀୟ ମନ୍ତ୍ରୀ
Comments are closed.