Latest Odisha News

BREAKING NEWS

ମୟୂରଭଞ୍ଜରେ ଆଉ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାରେ ଗୁରୁବାର ଦିନ ଆଉ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡିଶାରେ ମୋଟ କୋଭିଡ-୧୯ ଆକ୍ରାନ୍ତ ସଂଖ୍ୟା ୨୦୬କୁ ବୃଦ୍ଧି ପାଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଏହାପୂର୍ବରୁ ଜିଲ୍ଲାରେ ତିନୋଟି ପଜିଟିଭ ମାମଲା ଚିହ୍ନଟ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ମୟୂରଭଞ୍ଜରେ ମୋଟ୍ ୪ଟି ମାମଲା ରହିଛି।

Leave A Reply

Your email address will not be published.