Latest Odisha News

BREAKING NEWS

ରାଜ୍ୟରେ ସୁସ୍ଥ ହେଲେ ଆଉ ଜଣେ କରୋନା ପଜିଟିଭ

ଭୁବନେଶ୍ୱର: ଆସିଲା ଆଉ ଏକ ଖୁସି ଖବର । ରାଜ୍ୟରେ ପୁଣି ସୁସ୍ଥ ହେଲେ ଆଉ ଜଣେ କରୋନା ପଜିଟିଭ । ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ଭୁବନେଶ୍ୱରର ବୋଲି ଜଣାପଡିଛି । ଏହାକୁ ମିଶାଇ ଓଡ଼ିଶାରେ ମୋଟ ୩୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସା ପରେ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

BjdElectrycity

ରାଜ୍ୟରେ ବର୍ତ୍ତମାନ ଯାଏଁ ୧୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮୨ଟି ସକ୍ରିୟ ମାମଲା ରହିଛି ।

Leave A Reply

Your email address will not be published.