Latest Odisha News

BREAKING NEWS

ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ୪୧ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ବ୍ୟକ୍ତି ଜଣକ ଭୁବନେଶ୍ୱର ମଧୁସୁଧନ ନଗର ୟୁନିଟ-୪ ଅଂଚଳର । ତାଙ୍କ ବୟସ ୪୫ ବର୍ଷ ବୋଲି ଜଣାପଡିଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ ଛୁଇଁଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରି ସୂଚନା ଦେଇଛି । ତେବେ ଆକ୍ରାନ୍ତ ବ୍ୟକ୍ତିଙ୍କ ଗସ୍ତ ବିବରଣୀ ବାବଦରେ ଅଧିକ ଖୋଲତାଡ ଜାରି ରହିଛି।

Leave A Reply

Your email address will not be published.