Latest Odisha News

BREAKING NEWS

ଗଞ୍ଜାମରୁ ଚିହ୍ନଟ ହେଲେ ଆଉ ଜଣେ କରୋନା ପଜିଟିଭ; ୧୭୦ ଛୁଇଁଲା ସଂଖ୍ୟା   

ଭୁୁବନେଶ୍ୱର: ଓଡ଼ିଶାରେ ଆଉ ଜଣେ କରୋନା ପଜିଟିଭ ରୋଗୀ ଚିହ୍ନଟ କରାଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ପଜିଟିଭ ଚିହ୍ନଟ ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


ଏଥିସହ ଗଞ୍ଜାମରେ ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି ।

ଯାହାମଧ୍ୟରୁ ୧୦୯ଟି ସକ୍ରିୟ ମାମଲା ରହିଥିବା ବେଳେ ୬୦ଜଣ ସୁସ୍ଥ ହୋଇଛନ୍ତି। ଏଥିସହିତ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.