ଭୁବନେଶ୍ୱର: ଓଡ଼ିଶାରୁ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି ଆଇଏଲଏସ୍ । ସଂପୃକ୍ତ ବ୍ୟକ୍ତିଙ୍କର ଜିନୋମ୍ ସିକ୍ୱେନ୍ସିଂ ହୋଇଥିଲା । ଏହାପରେ ତାଙ୍କ ପାଖରେ ଓମିକ୍ରନ୍ ଭାରିଆଣ୍ଟ ଚିହ୍ନଟ ହୋଇଛନ୍ତି । ସେ ୟୁଏଇରୁ ଫେରିଥିଲେ । ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ପୂର୍ବରୁ ଜଣେ ଓମିକ୍ରନ୍ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
BREAKING NEWS
- Odisha Parab 2026: ଓଡ଼ିଶା ପରବ ୨୦୨୬ ଉଦ୍ଘାଟିତ; ଆସାମରେ ଓଡ଼ିଶାର ସାଂସ୍କୃତିକ ଓ ପର୍ଯ୍ୟଟନ ବୈଭବ ପ୍ରଦର୍ଶିତ
- ଆନ୍ତର୍ଜାତୀୟ ସ୍ତରରେ ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ାବିତ୍ଙ୍କୁ ସମ୍ମାନିତ କଲେ କ୍ରୀଡ଼ା ମନ୍ତ୍ରୀ
- ଝିଅ ବେକରେ ଛୁରୀ ଲଗେଇ କାଉନସିଲରଙ୍କ ଘରୁ ଲୁଟ୍
- ଦର୍ଶକଙ୍କ ଉଡ଼ାଇବ ହୋସ୍ ଓଡ଼ିଆ ହରର ଥ୍ରୀଲର ଫିଲ୍ମ ‘ମିଡ୍ ନାଇଟ’; ଏହି ଦିନ ପରଦାକୁ ଆସିବ
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
Comments are closed.