ରାୟପୁର: ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାପଡିଛି । ଏଥିସହ ଅନ୍ୟ ଦୁଇ ଜଣ ଯବାନ ଆହତ ହୋଇଛନ୍ତି । ଆହତ ଯବାନଙ୍କୁ ହସ୍ପିଟାଲରେ ଭିର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ ଯେ, ଛତିଶଗଡ ନାରାୟଣପୁରରେ ସୁରକ୍ଷାବାହିନୀ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଛି । ଏହି ଗୁଳିବିନିମୟରେ ଜଣେ ନକ୍ସଲ ନିହତ ହୋଇଥିବାର ସୂଚନା ଦେଇଛନ୍ତି ନାରାୟଣପୁର ଏସ୍ପି । ତେବେ ଏହି ଏନ୍କାଉଣ୍ଟରେ ଦୁଇ ଜଣ ଯବାନ ଆହତ ହୋଇଥିବା ମଧ୍ୟ ସୂଚନା ରହିଛି ।
BREAKING NEWS
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
Comments are closed.