ନୟାଗଡ : ନୟାଗଡ ସ୍ବୟଂଶାସିତ ମହାବିଦ୍ୟାଳୟର ପସିଲା କରୋନା । ମହାବିଦ୍ୟାଳୟ ଫିଜିକ୍ସ ବିଭାଗର ଜଣେ ଅଧ୍ୟାପକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଅଧ୍ୟାପକ ଜଣଙ୍କ କରୋନା ପଜିଟିଭ ଚିହ୍ନଟ ହେବା ପରେ ତତ୍ପରତା ପ୍ରକାଶ ପାଇଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ସଂପୃକ୍ତ ବିଭାଗକୁ ମହାବିଦ୍ୟାଳୟ ଅଧ୍ୟକ୍ଷ ସିଲ୍ କରିଦେଇଛନ୍ତି । ଏଥିଯୋଗୁଁ ବିଭାଗର ପ୍ରାକ୍ଟିକାଲ ପରୀକ୍ଷା ସ୍ଥଗିତ ରହିଥିବା ସୂଚନା ମିଳିଛି ।
Comments are closed.