ଭୁବନେଶ୍ୱର: ଚଳିତ ବର୍ଷ ରେଳ ବଜେଟ୍କୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ରେଳ ବଜେଟ୍ରେ ଓଡ଼ିଶା ପାଇଁ ଅନୁଦାନ କମିଛି । ରେଳ ବଜେଟ୍ ନୈରାଶ୍ୟଜନକ । ଯେତିକି ମିଳିବା କଥା ସେତିକି ମିଳିନି ବୋଲି ସେ କହିଛନ୍ତି । ପୂର୍ବ ବର୍ଷଠାରୁ ଚଳିତ ବର୍ଷର ବଜେଟ୍ କମିଛି । ଆଗାମୀ ଦିନରେ ପ୍ରଧନାମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କ ସହ ଏନେଇ ଆଲୋଚନା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।
ଚଳିତ ରେଳ ବଜେଟ୍ରେ ଓଡ଼ିଶାକୁ ୪,୩୭୩ କୋଟି ଟଙ୍କା ମିଳିିଛି । ଯାହା ଗତବର୍ଷ ଅନୁଦାନ ତୁଳନାରେ କମ୍ ରହିଛି । ରେଳ ବଜେଟ୍ରେ ପୂର୍ବତଟ ରେଳବାଇ ପଥ ପାଇଁ ୫ ହଜାର ୮୬୫ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଓଡ଼ିଶାର ଦୁଇଟି ନୂଆ ରେଳ ଲାଇନ୍କୁ ଅନୁମୋଦନ ମିଳିଛି । ଗୋପାଳପୁର-ସମ୍ବଲପୁର ଭାୟା ଫୁଲବାଣୀର ୨୪୧ କିଲୋମିଟର ସହ ନୂଆପଡା-ଗୁଣୁପୁର-ଥେରୁବାଲି ରେଳଲାଇନ୍କୁ ବି ଅନୁମୋଦନ ମିଳିଛି ।
BREAKING NEWS
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
- ୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?
- ଓଡିଶାକୁ ଆଉ ନାହିଁ ମାଓ ବିପଦ
- Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ, କହିଲା, ‘୯୦ ମିନିଟର ଚିତ୍କାର…ଚମତ୍କାର…’
- ଯାଜପୁର ପୋଲିସ୍ ଦ୍ୱାରା “ଇ-ମିତ୍ର” ଚାଟ୍ବୋଟ୍ର ଶୁଭାରମ୍ଭ
- ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକ ମୃତ
- ଆସାମ ନିର୍ବାଚନ ପାଇଁ ବିଜେପିର ମାଷ୍ଟର ପ୍ଲାନ୍
- ୨୩ଟି ଦେଶରେ ବ୍ୟାପିଛି କରୋନା ଭାଇରସର ନୂଆ ଭାରିଆଣ୍ଟ, ଭାରତ ଉପରେ ଏହାର ପ୍ରଭାବ ରହିଛି କି?
- Stampede at Bihar’s Temple: ନାଳନ୍ଦାର ଶୀତଳା ମନ୍ଦିରରେ ଦଳାଚକଟା, ଚାଲିଗଲା ୮ ଜୀବନ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
- Sonia Gandhi Discharged From Hospital: ସୁସ୍ଥ ହୋଇ ଘରକୁ ଫେରିଲେ ସୋନିଆ ଗାନ୍ଧୀ
Comments are closed.