Latest Odisha News

BREAKING NEWS

ଲକ୍ଷ୍ମୀପୁର ଭୁଇପାଟଣୀରେ ଟ୍ରେନ ଧକ୍କାରେ ୫ ଗାଈ ଓ ଜଣେ ମୃତ

ଲକ୍ଷ୍ମୀପୁର: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଭୁଇପାଟଣୀ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଶୁକ୍ରବାର ସକାଳେ ଭୁଇପାଟଣୀ ଗ୍ରାମ ଦେଇ ଯାଇଥିବା ଟ୍ରେନ ଲାଇନରେ ମୁକୁନା ପ୍ରେପେକା ନାମକ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

ରେଳ ଧାରଣା ଦେଇ ଗାଈ ନେଇ ଆର ପାରିକୁ ଯାଉଥିବା ସମୟରେ ଟ୍ରେନ ଧକ୍କାରେ ଜଣେ ବ୍ୟକ୍ତି ଏବଂ ୫ଟି ଗାଈଙ୍କ ମୃତ୍ୟୁ ଘଟିଛି । ହୀରାଖଣ୍ଡ ଏକ୍ସପ୍ରେସ ଧାରଣା ଉପରେ ଥିବା ପାଞ୍ଚଟି ଗାଈ ଏବଂ ବ୍ୟକ୍ତି ଜଣଙ୍କୁ ଧକ୍କା ଦେଇଥିଲା ।

Leave A Reply

Your email address will not be published.