ପୁରୀ: ପୁରୀରେ ଅଘଟଣ । ଜଣେ ଛାତ୍ରର ଛୁରାମାଡ଼ରେ ଅନ୍ୟଜଣେ ଛାତ୍ର ଆହତ ହୋଇଛନ୍ତି । ଶ୍ରୀଗୁଣ୍ଡିଚା ମନ୍ଦିର ନିକଟ ଭୋଳାନାଥ ବିଦ୍ଯାପୀଠ ସ୍କୁଲ ଗେଟ ନିକଟରେ ଘଟିଛି ଘଟଣା । ଆହତ ଛାତ୍ରଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଛୁରାମାଡ କରିଥିବା ଛାତ୍ର ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ଘଟଣାସ୍ଥଳରେ କୁମ୍ଭାରପଡା ଥାନା ପୋଲିସ ପହଞ୍ଚି ଅଧିକ ଛାନବିନ୍ ଜାରି ରଖିଛି । ପୂର୍ବ ଶତୃତାକୁ କେନ୍ଦ୍ରକରି ଏଭଳି ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି ।
BREAKING NEWS
- ହସ୍ପିଟାଲରୁ ଫେରାର ବିଚାରାଧୀନ କଏଦୀ
- ପାକିସ୍ତାନ ମେଡିକାଲରେ ବଡ଼ ଅଘଟଣ !
- ପୁରୀରେ ମର୍ଡର, ପଥରରେ ଛେଚି ଯୁବକଙ୍କୁ ହତ୍ୟା
- ଆସୁଛି ଆଉ ଏକ ଲଘୁଚାପ, ଓଡ଼ିଶାରେ ପଡିପାରେ ପ୍ରଭାବ
- ଟ୍ରକକୁ ଧକ୍କା ଦେଲା ବସ୍; ୬ ମୃତ, ବହୁ ଆହତ
- ମୁମ୍ବାଇ-ଅହମ୍ମଦାବାଦ ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ମାଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
- ଆମେରିକା – କାନାଡ଼ା ବାଣିଜ୍ୟ ଯୁଦ୍ଧ : ୭୦୦ ଆମେରିକୀୟ ସାମଗ୍ରୀ ଉପରେ ଶୁଳ୍କ
- ଏଣିକି କଲେଜରେ ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେବ ବାୟୋମେଟ୍ରିକ୍ ଉପସ୍ଥାନ, କେଉଁ ଅନୁଷ୍ଠାନରେ ଲାଗୁ ହେବ ଦେଖନ୍ତୁ ତାଲିକା
- ମଝି ସମୁଦ୍ରରେ ପଣ୍ୟବାହୀ ଜାହାଜ ବୁଡି ଯିବା ଘଟଣା: ସର୍ଚ୍ଚ ଅପରେସନରେ ସାମିଲ ହେଲା ୨ଟି ଚାଇନା ଜାହାଜ
- ବଲିଉଡରେ ଶୋକର ଛାୟା: ଅଜୟ ଦେବଗନଙ୍କୁ ଷ୍ଟାର୍ ବନାଇଥିବା ନିର୍ଦ୍ଦେଶକ କୁକୁ କୋହଲିଙ୍କ ପରଲୋକ

Comments are closed.