ଭୁବନେଶ୍ୱର: ମହାମାରୀ କରୋନା ପାଇଁ ପିଲାଙ୍କ ପାଠପଢ଼ା ପ୍ରଭାବିତ ହୋଇଛି । ଏଥିପାଇଁ ସରକାର ଆଉ ଏକ ନୂଆ ପଦକ୍ଷେପ ନେଇଛନ୍ତି । ଏଣିକି ଅନଲାଇନରେ ଘରେ ରହି ପାଠ ପଢାଇବେ ଦିବ୍ୟାଙ୍ଗ ଅଧ୍ୟାପକ । କଟକଣା ସମୟରେ କଲେଜ ଆସିବା ବାଧ୍ୟତାମୂଳକ ନୁହେଁ । ଏନେଇ ରାଜ୍ୟର ସମସ୍ତ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଉଚ୍ଚଶିକ୍ଷା ସଚିବ । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥାକୁ ଦୃଷ୍ଟିରେ ରଖି କୌଣସି କଲେଜ ଖୋଲାଯାଇ ନାହିଁ । ଅନଲାଇନ କ୍ଲାସ ବେଳେ କଲେଜ ଯିବାକୁ ଆବଶ୍ୟକତା ଦରକାର ନାହିଁ । କରୋନା ସ୍ଥିତି ନସୁଧୁରିବା ପର୍ୟ୍ୟନ୍ତ ଘରେ ରହି ପାଠ ପଢାଇପାରିବେ ଦିବ୍ୟାଙ୍ଗ ଅଧ୍ୟାପକ ।
BREAKING NEWS
- ବାପାଙ୍କ ସମର୍ଥନରେ ବାହାରିଲେ ସୋଫିଆ
- ୨୦୦କୁ ବଢିପାରେ ବିଧାନସଭା ସିଟ୍ ସଂଖ୍ୟା
- ଜମ୍ମୁରେ ଆତଙ୍କବାଦୀଙ୍କ ସାଟେଲାଇଟ୍ ଯୋଗାଯୋଗ ଟ୍ରାକ୍; ଭାରତୀୟ ସେନାର ସର୍ଚ୍ଚ ଅପରେସନ୍ ଆରମ୍ଭ
- Accident Rate: ବର୍ଷକୁ ଦେଶରେ ଘଟୁଛି ୫ ଲକ୍ଷ ଦୁର୍ଘଟଣା, ରାଜ୍ୟରେ ଜାଣନ୍ତୁ କେତେ…
- ପାକ୍ସ ସିଲିକାର ପୂର୍ଣ୍ଣକାଳୀନ ସଦସ୍ୟ ହେବ ଭାରତ, ଜାଣନ୍ତୁ କଣ…
- Gold Silver Price: ପୁଣି ରେକର୍ଡ କଲା ସୁନା-ରୂପା ଦର, ଜାଣନ୍ତୁ ଆଜି କେତେ ରହିଛି…
- ରାୟଗଡ଼ାରେ ସଡକ ଦୁର୍ଘଟଣାରେ ୨ ଭାଇଙ୍କ ମୃତ୍ୟୁ
- ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ, ‘X’ ଛାଡ଼ିବା ନେଇ ଦେଲେ ଗୁରୁତ୍ୱପୂର୍ଣ୍ଣ ସୂଚନା
- ଏଥର କୋହଲିଙ୍କ ନଜର ଜୟସୂରିୟାଙ୍କ ରେକର୍ଡ ଉପରେ
- ବ୍ୟାସକବି ଫକୀରମୋହନ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନୀତ ହେବେ ନୃସିଂହ ଚରଣ ଷଡ଼ଙ୍ଗୀ
Comments are closed.