Latest Odisha News

BREAKING NEWS

କାଲିଠୁ ତିନି ଦିନ ବନ୍ଦ ରହିବ ଆରଜିଏଚ୍ ଓପିଡି

ରାଉରକେଲା: ସହରରେ ଥିବା ସରକାରୀ ହସ୍ପିଟାଲରେ ଲାଗିଲା କଟକଣା । ଆସନ୍ତାକାଲିଠୁ ତିନି ଦିନ ପାଇଁ ବନ୍ଦ ରହିବ ଓପିଡି । ଆସନ୍ତା ୧୫ ତାରିଖ ଯାଏ ବନ୍ଦ ରହିବ । ଏହି ସୂଚନା ଦେଇଛନ୍ତି ଆରଜିଏଚ୍ ନିର୍ଦ୍ଦେଶକ ।

କେବଳ ଗୁରୁତର ରୋଗୀଙ୍କୁ ଓପିଡି ଆସିବାକୁ ଅନୁମତି ମିଳିବ । ଅନ୍ୟମାନେ ହସ୍ପିଟାଲ ନ ଆସିବା ପାଇଁ ପରାମର୍ଶ ଦିଆଯାଇଛି । ଖୋଲା ରହିବ ଟ୍ରୋମା ଓ ଏମର୍ଜେନ୍ସୀ ଓପିଡି । ହସ୍ପିଟାଲରୁ କରୋନା ସଂକ୍ରମିତ ଚିହ୍ନଟ ପରେ ଏହି ପଦକ୍ଷେପ ନେଇଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ ।

Leave A Reply

Your email address will not be published.