ମାଲକାନଗିରି: ଛତିଶଗଡ଼ ନାରାୟଣପୁର ଓ କାଙ୍କେରରେ ସୁରକ୍ଷାକର୍ମୀଙ୍କ ବଡ଼ ଅପରେସନ୍ । ଲଗାତାର ୩ ଦିନ ଧରି ଚାଲିଥିଲା ମାଓ ବିରୋଧୀ ଅଭିଯାନ ‘ଅପରେସନ୍ ସଙ୍ଗମ’ । ମାଓବାଦୀଙ୍କ ୭ଟି କ୍ୟାମ୍ପକୁ ଧ୍ୱଂସ କରିଛନ୍ତି ସୁରକ୍ଷାବାହିନୀ । ଏହି ଅପରେସନରେ କିଛି ମାଓବାଦୀ ମୃତାହତ ହୋଇଥିବା ସୂଚନା ମିଳିଛି । ତେବେ ଏଯାଏ କୌଣସି ମୃତଦେହ ଠାବ ହୋଇନାହିଁ । ମାଓକ୍ୟାମ୍ପରୁ ମିଳିଛି ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ତ, ବିସ୍ଫୋରକ ଓ ମାଓ ସାମଗ୍ରୀ ।

ଛତିଶଗଡ଼ ନାରାୟଣପୁର ଜିଲ୍ଲାର ଅବୁଝାମଡ କ୍ଷେତ୍ର ଅନ୍ତର୍ଗତ ଟେକମେଟା ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ଖବର ପାଇଁ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଥିଲା ସୁରକ୍ଷା ବାହିନୀ । ଏତିକିବେଳେ ମାଓବାଦୀମାନେ ଗୁଳି ବିନିମୟ କରିଥିଲେ । ପ୍ରତି ଜବାବ ଦେଇଥିଲେ ଯବାନ । ପାଲଟା ଗୁଳିବିନିମୟରେ ଛତ୍ରଭଙ୍ଗ ଦେଇଥିଲା ଲାଲବାହିନୀ ।
BREAKING NEWS
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
- ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର
- ଅନଧିକୃତ ଏବଂ ବେଆଇନ୍ ବିଦ୍ୟୁତ ପୁନଃ ସଂଯୋଗ ବିରୋଧରେ ଟିପିଏସ୍ଓଡିଏଲର ଦୃଢ଼ କାର୍ଯ୍ୟାନୁଷ୍ଠାନ
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
Comments are closed.