ଭୁବନେଶ୍ୱର : ଆଜି ମୌସୁମୀ ଅଧିବେସନର ଶେଷ ଦିନ ହେଲେ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିପାରୁନି। ପ୍ରଶ୍ନ କାଳ ଆରମ୍ଭରୁ ଦୁଷ୍କନ୍ତ ମୃତ୍ୟୁ ପ୍ରସଙ୍ଗ ଓ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇ ହଙ୍ଗାମା କରିଥିଲେ ବିରୋଧୀ। ସେପଟେ କଂଗ୍ରେସ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇଉ ହୋହାଲ୍ଲା କରିଛନ୍ତିା ସେନେଇ ବାଚସ୍ପତି ସାଢେ ୧୧ ଟା ଯାଏଁ ଗୃହ ମୁଲତବୀ ଘୋଷଣା କରିଥିଲେ। ପରେ ସାଢେ ୧୧ ଟା ପରେ ଗୃହ ଆରମ୍ଭ ହେବା ମାତ୍ରେ ସମାନ ପ୍ରସଙ୍ଗ ନେଇ ପୁଣି ଗୃହ କମ୍ପି ଉଠିଥିଲା। ଏହା ପରେ ବାସସ୍ପତି ଗୃହକୁ ଅପରାହ୍ନ ୪ ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି। ଆଜ ଶେଷ ହେଉଛି ବିଧାନସଭା ମୌସୁମୀ ଅଧିବେସନ।
BREAKING NEWS
- ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ:ମୁଖ୍ୟମନ୍ତ୍ରୀ
- ନିଶା ବେପାରୀଙ୍କ ଉପରେ ପୋଲିସର ବଡ଼ ଆକ୍ସନ; ୪୦୩ ଗ୍ରାମ ବ୍ରାଉନ୍ ସୁଗାର ଜବତ; ଛଅ ଗିରଫ
- ‘MICE ଇନ୍ସେଣ୍ଟିଭ୍ ପୋର୍ଟାଲ୍’ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ;ନିବେଶ ଓ ଅନୁଭୂତିଭିତ୍ତିକ ଭ୍ରମଣକୁ ପ୍ରୋତ୍ସାହିତ କରିବ
- ମାତ୍ର ୫ଟି ବଞ୍ଚିଥିଲେ… , ଆଜି ୩୫୦ ହେବାରୁ ଏହି ଚଢ଼େଇ ଜିତିଲା ବାର୍ଡ ଅଫ୍ ଦି ଇୟର ଟାଇଟଲ
- ପୂର୍ବତନ ବିଧାୟକ ପ୍ରଣବଙ୍କ ଗାଡ଼ିକୁ ଟେକାମାଡ଼;ଦୃଢ କାର୍ଯ୍ୟାନୁଷ୍ଠାନ ଦାବି
- ଏସୀୟ କ୍ରୀଡ଼ା ୨୦୨୬:୨୪ ବର୍ଷ ପରେ ପୁରୁଷଙ୍କଠାରୁ ଆଗରେ ମହିଳା: ୪ଟି ଅଧିକ ସ୍ୱର୍ଣ୍ଣ ଜିତିଲେ, ହକିରେ ମିଳିଲା ଅଲମ୍ପିକ ଟିକେଟ୍
- ଏସୀୟ କ୍ରୀଡ଼ା ୨୦୨୬ ଶେଷ, ଉଦ୍ଯାପନୀ ସମାରୋହରେ ଜାତୀୟ ପତାକା ଉଡ଼ାଇଲେ ନୀରୁ ଢାଣ୍ଡା; କତାରକୁ ହସ୍ତାନ୍ତର ହେଲା ଓସିଏ ଫ୍ଲାଗ୍
- କୁକୁର କାମୁଡ଼ି ଏକ ବର୍ଷର ଶିଶୁକୁ କଲା ଲହୁଲୁହାଣ
- ରୋହିତ ଶର୍ମାଙ୍କୁ ସୁନୀଲ ଗାଭାସ୍କର ଦେଲେ ବଡ଼ ଟାର୍ଗେଟ
- ସେହ୍ୱାଗଙ୍କ ପୁଅଙ୍କୁ ପ୍ରଦାନ କରାଗଲା ଦିଲ୍ଲୀ ଟିମର ବଡ ଦାୟିତ୍ୱ

Comments are closed.