Latest Odisha News

BREAKING NEWS

ରତ୍ନଭଣ୍ଡାର ମରାମତି ମାମଲା: ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରତ୍ନଭଣ୍ଡାର ମରାମତି ସମ୍ପର୍କିତ ମାମଲାରେ ଆସିଲା ହାଇକୋର୍ଟଙ୍କ ରାୟ । ରତ୍ନଭଣ୍ଡାର ମରାମତି ପାଇଁ ଗଠନ ହେବ ଉଚ୍ଚସ୍ତରୀୟ କମିଟି । ଏହି କମିଟି ୨ ମାସ ମଧ୍ୟରେ ଗଠନ କରାଯିବ । ଏମିତି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ରତ୍ନଭଣ୍ଡାର ମାମଲାର ଶୁଣାଣି କରି ହାଇକୋର୍ଟ ଶ୍ରୀମନ୍ଦିର ପ୍ରଶାସନକୁ ଏକ ଉଚ୍ଚସ୍ତରୀୟ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିନେଇ ଶ୍ରୀମନ୍ଦିର ପ୍ରଶାସନ ସରକାରଙ୍କ ସହାୟତା ମଧ୍ୟ ଲୋଡି ପାରିବେ ବୋଲି ସୂଚନା ଦେଇଛନ୍ତି ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ       ।

Leave A Reply

Your email address will not be published.