ମୁମ୍ବାଇ: ଓସ୍କାର ଆୱାର୍ଡରେ ସୁପରହିଟ୍ ଫିଲ୍ମ ‘ଆରଆରଆର’ର ନାଟୁ ନାଟୁ ଗୀତର ବଡ଼ ସଫଳତା ପରେ ଅଭିନେତା ରାମଚରଣ ଭାରତ ଫେରିଛନ୍ତି । ସେ ତାଙ୍କ ସ୍ତ୍ରୀଙ୍କ ସହ ଦିଲ୍ଲୀ ବିମାନବନ୍ଦରରେ ପହଞ୍ôଚଥିଲେ । ସେଠାରେ ତାଙ୍କ ପ୍ରଶଂସକମାନେ ତାଙ୍କୁ ଘେରିଯାଇ ସ୍ୱାଗତ ସହ ଅଭିନନ୍ଦନ ଜଣାଇଥିଲେ । ଏମିତି କି ତାଙ୍କ ସହ ସେଲଫି ନେବା ପାଇଁ ଭିଡ ଜମାଇଥିଲେ । ଅନେକ ପ୍ରଶଂସକ ବିମାନବନ୍ଦରରେ ରାମଚରଣଙ୍କୁ ‘ଆରଆରଆର’ର ପତାକା ଦେଖାଇ ସ୍ୱାଗତ ମଧ୍ୟ କରିଥିଲେ । ବିମାନବନ୍ଦରରୁ ବାହାରି ରାମଚରଣ ପ୍ରଶଂସକଙ୍କୁ ହାତ ହଲାଇ ଧନ୍ୟବାଦ ଜଣାଇଥିଲେ । ‘ଆରଆରଆର’ର ସଫଳତା ପରେ ରାମଚରଣଙ୍କ ଫ୍ୟାନଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇଛି ।
BREAKING NEWS
- AAP Removes Raghav Chadha: ରାଘବ ଚଢାଙ୍କୁ ବଡ଼ ଝଟକା, ରାଜ୍ୟସଭା ଉପନେତା ପଦରୁ ହଟାଇଲା AAP
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
- Rupee Posts Biggest Gain: ୧୨ ବର୍ଷରେ ପ୍ରଥମ ଥର ଦମ୍ ଦେଖାଇଲା ଟଙ୍କା, ଡଲାର ତୁଳନାରେ କଲା ଦୃଢ଼ ପ୍ରତ୍ୟାବର୍ତ୍ତନ…
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
- ରିଲ୍ସ କରିବା ହେଲା କାଳ, ପୋଲରୁ ନଦୀକୁ ଡେଇଁଲେ ଦୁଇ ଯୁବକ
- ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଅଶ୍ୱିନ୍ କାହିଁକି ଦେଲେ ସତର୍କବାଣୀ ?
- ଦୁଇରୁ ତିନି ବର୍ଷ ମଧ୍ୟରେ ଦୂର ହେବ ଅଗ୍ନିବୀରଙ୍କ ଅଭାବ
- ଏକଲବ୍ୟ ପୁରସ୍କାର-୨୦୨୬ ପାଇଁ ଦରଖାସ୍ତ ଆହ୍ୱାନ
Comments are closed.