Latest Odisha News

କରୋନା ପଜିଟିଭ୍ ଚିହ୍ନଟ ପରେ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଟ୍ୱିଟ୍ କଲେ ଓଟିଡିସି ଅଧ୍ୟକ୍ଷା

ଭୁବନେଶ୍ୱର: ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ନିଜେ ଶ୍ରୀମୟୀ ଟ୍ୱିଟରରେ ସୂଚନା ଦେଇଛନ୍ତି । ତେବେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ସେ ସୁସ୍ଥ ଥିବା ଟ୍ୱିଟରରେ ଲେଖିଛନ୍ତି । ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ପତ୍ୟେକଟି ବ୍ୟକ୍ତି ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.