Latest Odisha News

BREAKING NEWS

ଭଲ ଖବର: ଜୟା ଓ ଐଶ୍ୱର୍ଯ୍ୟାଙ୍କ କୋଭିଡ୍ ରିପୋର୍ଟ ନେଗେଟିଭ୍

ମୁମ୍ୱାଇ: ବଚ୍ଚନ ଫ୍ୟାମିଲିର ଅନ୍ୟ ସଦସ୍ୟଙ୍କ ପାଇଁ ଆଶ୍ୱସ୍ତିକର ଖବର । ଅଭିତାଭ ବଚ୍ଚନ ଓ ଅଭିଷେକ ବଚ୍ଚନଙ୍କୁ ଛାଡ଼ିଦେଲେ ପରିବାରର ଅନ୍ୟ ସଦସ୍ୟଙ୍କର କୋଭିଡ ଟେଷ୍ଟ ରିପୋର୍ଟ ନେଗେଟିଭ୍ । ଅର୍ଥାତ୍ ଜୟା ବଚ୍ଚନ, ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟାଙ୍କ ରିପୋର୍ଟ ନେଗେଟିଭ୍ ବାହାରିଛି । ଅନ୍ୟ ଷ୍ଟାଫମାନଙ୍କ ରିପୋର୍ଟକୁ ଅପେକ୍ଷା ରହିଛି ।

କରୋନା ସଂକ୍ରମିତ ହେବା ପରେ ଅମିତାଭ ବଚ୍ଚନ ଓ ଅଭିଶେଷ ବଚ୍ଚନ ମୁମ୍ୱାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ନିକଟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଦେଇଛି । ଏସମ୍ପର୍କରେ ସୋସିଆଲ୍ ମିଡିଆରେ ସୂଚନା ଦେଇଥିଲେ ଉଭୟ ସିନିୟର ଓ ଜୁନିୟର ବଚ୍ଚନ ।

Leave A Reply

Your email address will not be published.