ଭୁବନେଶ୍ୱର: କପ୍ତିପଦାରେ କରୋନା କାୟା । କରୋନାର ଓମିକ୍ରନ ଭାରିଆଣ୍ଟ ଏହାର କାୟା ବିସ୍ତାର କରିଥିବା ବେଳେ କପ୍ତିପଦାର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରୁ ୪୦ ଜଣ ଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଣ୍ଟିଜେନ ଟେଷ୍ଟରେ ୪୦ ଜଣ ଛାତ୍ରୀଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ଜଣାପଡିଛି ।
ଉଦଳା ମେଡିକାଲର ଏକ ଟିମ୍ ଶିକ୍ଷାନୁଷ୍ଠାନରେ ପହଞ୍ଚିଛି । ସମସ୍ତ କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କର ନମୂନା ସଂଗ୍ରହ କରିବା ସହିତ ଏହାକୁ ଆରଟିପିସଆର ଟେଷ୍ଟ ପାଇଁ ପଠାଯାଇଛି ।
BREAKING NEWS
- ଭୋଟର ତାଲିକାରୁ ବାଦ୍ ପଡ଼ିଲେ ୭ ଲକ୍ଷରୁ ଅଧିକ ମତଦାତା
- ରାଗିଗଲେ ରାହାନେ: ମୁଁ ନିଜ ଦକ୍ଷତାକୁ ପ୍ରମାଣିତ କରିବା ପାଇଁ ଆଇପିଏଲ ଖେଳୁନି
- ଓଡ଼ିଆ ପକ୍ଷ-୨୦୨୬: ଏପ୍ରିଲ ୧ରୁ ୧୪ ଦିନ ଧରି ପାଳନ ହେବ
- ସରକାରଙ୍କ ବିରୋଧରେ ଗର୍ଜିଲେ ସବୁ ଦଳ
- ଚିଟଫଣ୍ଡ୍ ଟଙ୍କା ଫେରି ପାଇଲେଣି ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ….
- ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସ୍ର ବରିଷ୍ଠ କିରାଣୀ
- ଜନଗଣନା ତଥ୍ୟ RTI ପରିସରଭୁକ୍ତ ନୁହେଁ
- Maoist Surrender:ମହିଳା ମାଓବାଦୀ ମୋଙ୍ଗଡ଼ିଙ୍କ ଆତ୍ମସମର୍ପଣ;ବାଙ୍କୋ ଖଣି ବିସ୍ଫୋରକ ଲୁଟ୍ ଘଟଣାରେ ଥିଲେ ଜଡିତ
- Nandankanan: ନନ୍ଦନକାନନକୁ ଆସିଲେ ଅତିଥି: ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁ ପ୍ରଜାତି ୧୭୯କୁ ବୃଦ୍ଧି
- ସମୁଦ୍ରରେ ବୁଡ଼ି ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ
Comments are closed.