ପଦ୍ମପୁର : ୩ୟ ରାଉଣ୍ଡ ସୁଦ୍ଧା ଫଳାଫଳ । ୫୭୬୬ ଖଣ୍ଡ ଭୋଟରେ ବିଜେଡି ଆଗୁଆ । ପ୍ରଦୀପଙ୍କୁ ପଛରେ ପକାଇ ବର୍ଷା ସିଂ ଆଗୁଆ ରହିଛନ୍ତି । ବିଜେପି ୧୦୧୫୦, ବିଜେଡି ୧୫୯୧୬ ଓ କଂଗ୍ରେସ ୪୭୪ ଭୋଟରେ ଆଗୁଆ ରହିଛନ୍ତି । ପଦ୍ମପୁରରେ ୧ମ ରାଉଣ୍ଡରେ ବିଜେଡି ଆଗୁଆ ଥିଲା । ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟଗଣତି ଜାରି ରହିଛି । ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ ସୂଚନା ମିଳିଛି । ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଆଗୁଆ ରହିଛନ୍ତି । ୧୭୧୨ ଖଣ୍ଡ ଭୋଟ ରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ଆଗୁଆ ରହିଛନ୍ତି ବର୍ଷା । ୧ମ ରାଉଣ୍ଡରେ ବିଜେପି ୫୫୦୧, ବିଜେପି ୩୭୮୯ ଓ କଂଗ୍ରେସ ୨୦୬ ଭୋଟ୍ ରେ ଆଗୁଆ ଅଛନ୍ତି । ସେହିପରି ୨ୟ ରାଉଣ୍ଡ ସୁଦ୍ଧା ବିଜେଡି ୩୦୭୦ଭୋଟରେ ଆଗୁଆ ଥିଲା ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.