ପଦ୍ମପୁର : ୩ୟ ରାଉଣ୍ଡ ସୁଦ୍ଧା ଫଳାଫଳ । ୫୭୬୬ ଖଣ୍ଡ ଭୋଟରେ ବିଜେଡି ଆଗୁଆ । ପ୍ରଦୀପଙ୍କୁ ପଛରେ ପକାଇ ବର୍ଷା ସିଂ ଆଗୁଆ ରହିଛନ୍ତି । ବିଜେପି ୧୦୧୫୦, ବିଜେଡି ୧୫୯୧୬ ଓ କଂଗ୍ରେସ ୪୭୪ ଭୋଟରେ ଆଗୁଆ ରହିଛନ୍ତି । ପଦ୍ମପୁରରେ ୧ମ ରାଉଣ୍ଡରେ ବିଜେଡି ଆଗୁଆ ଥିଲା । ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟଗଣତି ଜାରି ରହିଛି । ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ ସୂଚନା ମିଳିଛି । ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଆଗୁଆ ରହିଛନ୍ତି । ୧୭୧୨ ଖଣ୍ଡ ଭୋଟ ରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ଆଗୁଆ ରହିଛନ୍ତି ବର୍ଷା । ୧ମ ରାଉଣ୍ଡରେ ବିଜେପି ୫୫୦୧, ବିଜେପି ୩୭୮୯ ଓ କଂଗ୍ରେସ ୨୦୬ ଭୋଟ୍ ରେ ଆଗୁଆ ଅଛନ୍ତି । ସେହିପରି ୨ୟ ରାଉଣ୍ଡ ସୁଦ୍ଧା ବିଜେଡି ୩୦୭୦ଭୋଟରେ ଆଗୁଆ ଥିଲା ।
BREAKING NEWS
- ରାଜଧାନୀରେ ଦୁର୍ଗାପୂଜା ଭସାଣୀରେ ବାଜିବନି DJ
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
- ମା’କୁ ମାରି ରୋଷେଇ ଘରେ ପ୍ଲାଷ୍ଟର କରିବା ଘଟଣା: ପୁଅକୁ ଝାଡ଼ଖଣ୍ଡରୁ ଗିରଫ କଲା ପୋଲିସ
- ମ୍ୟାଟ୍ରିମୋନିଆଲ୍ ସାଇଟ୍ରେ ପ୍ରେମ ଜାଲ: ବିବାହ ଆଶା ଦେଖାଇ କୋଟିଏ ଟଙ୍କା ଚୂନ

Comments are closed.