ଯାଜପୁର : ପୁଣି ବିଗିଡିଲା ନନ୍ଦ ସାରଙ୍କ ସ୍ୱାସ୍ଥ୍ୟ ଅବସ୍ଥା । ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଉତ୍ତମ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥିତ ସମ୍ ହସ୍ପିଟାଲକୁ ସ୍ତାନାନ୍ତର କରାଯାଇଛି। ଗତ ୩୦ ତାରିଖରେ ତାଙ୍କ ଦେହ ଯେତେବେଳେ ଅସୁସ୍ଥ ହୋଇପଡିଥିଲା।ତାଙ୍କୁ ପ୍ରଥମେ ଯାଜପୁର ମେଡିକାଲରେ ଭର୍ତି କରାଯାଇଥିଲା। କରୋନା ପଜିଟିଭ୍ ହେବା ପରେ ଟାଟା କୋଭିଡ୍ ହସ୍ପିଟାଲ କଳିଙ୍ଗନଗରରେ ଭର୍ତି କରାଯାଇଥିଲା। ବୟସ ଅଧିକ ହେବା ସହ ସ୍ୱାସ୍ଥ୍ୟଗତ ସମସ୍ୟା ପୁଣି ଲାଗି ରହିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନନ୍ଦ ସାରଙ୍କୁ ସମ୍ ହସ୍ପିଟାଲକୁ ଶନିବାର ସ୍ତାନାନ୍ତର କରାଯାଇଛି। ଏହି ସମସରେ ହସ୍ପିଟାଲ ପରିସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଅଧିକାରୀ ଡ ବିରଞ୍ଚି ନାରାୟଣ ବାରିକ , ଏଡିଏମ୍ ଡାକ୍ତର ସୁଧାଂଶୁ ଶେଖପ ବଳ ଓ ନନ୍ଦ ସାରଙ୍କ ନାତି ସୁଧାଂଶୁ ବଳ ପ୍ରମୁଖ ଉପସ୍ଥିତ ଥିଲେ।
BREAKING NEWS
- ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି, EPFO ଦରମା ସୀମା ୧୫ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବୃଦ୍ଧି
- ଜନ୍ମଦିନ ପାଳିବ ସୁଭଦ୍ରା, ଘରେ ଘରେ ଦୀପ ଜାଳିବେ ମହିଳା
- ତୃତୀୟ ଟି୨୦ ପୂର୍ବରୁ ବୈଭବଙ୍କୁ ନେଇ ସଞ୍ଜୁଙ୍କ ବଡ଼ ବୟାନ
- ଏଥର ଆଗୁଆ ମିଳିବ ପାଣିପାଗ ସୂଚନା, ଉଦ୍ଘାଟନ ହେଲା ଡପଲର ୱେଦର ରାଡାର କେନ୍ଦ୍ର
- ଶ୍ମଶାନକୁ ନାହିଁ ରାସ୍ତା;ଶବ ସତ୍କାର ପାଇଁ ଉଛୁଳା ନଦୀ ପାର ହେଉଛନ୍ତି ସମ୍ପର୍କୀୟ
- Pak Navy Ship: ଧକ୍କା ହେଲା ଭାରତ-ପାକ୍ ନୌସେନା ଜାହାଜ, ପାକ୍ ଦୂତଙ୍କୁ ଡାକି ବର୍ଷିଲା ଭାରତ!
- Bengaluru Woman Died: ଚକୋଲେଟ୍ ଖାଇଲେ, ଗାଧୋଇ ଗଲେ…କିଛି ମିନିଟ୍ ପରେ ଚାଲିଗଲା ଜୀବନ!
- ଶଙ୍ଖ ନଦୀରେ ଆଗ ପଛ ହୋଇ ବୁଡ଼ିଗଲେ ୬ ନାବାଳିକା,ଚାଲିଗଲା ୩ ଜୀବନ
- Odisha Inflation: ଦେଶରେ କମ୍, ରାଜ୍ୟରେ ଅଧିକ; ପକେଟକୁ ଭାରୀ ବାଧୁଛି…ଓଡିଶା ରୋଷେଇ ଘରକୁ ମହଙ୍ଗା ଚଡକ…
- ଭାରତୀୟ ଜାହାଜ ସହ ଧକ୍କା ହେଲା ପାକିସ୍ତାନୀ ଜାହାଜ, ନିନ୍ଦା କଲା…

Comments are closed.