କେନ୍ଦୁଝର: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଞ୍ଚଭୂତରେ ଲୀନ ହେଲେ ପଦ୍ମଶ୍ରୀ ମାଗୁଣି କୁଅଁର। ତାଙ୍କ ପାର୍ଥିବ ଶରୀରକୁ ଏକ ସୁସଜ୍ଜିତ ଗାଡ଼ିରେ ଜନ୍ମସହରରେ ପରିକ୍ରମା କରାଯାଇ ଗାଁ ଶ୍ମଶାନକୁ ନିଆଯାଇଥିଲା। ସେଠାରେ ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍ ଅନର ଓ ତୋପ ସଲାମୀ ଦିଆଯାଇ ଶେଷକୃତ୍ୟ ସମ୍ପନ୍ନ ହୋଇଛି।
ଏହି ଅବସରରେ ବିଧାୟକ ମୋହନ ମାଝି, ଅତିରିକ୍ତ ଜିଲାପାଳ ଯଦୁମଣି ମହଲା, ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲା ପରିଷଦ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଏସ୍ଡିପିଓ ସଦର ମହେନ୍ଦ୍ର ନାଥ ମୁର୍ମୁ, ଜିଲା ସଂସ୍କୃତି ଅଧିକାରୀ ରମେଶ ଚନ୍ଦ୍ର ନାୟକଙ୍କ ସମେତ ବହୁ ପଦାଧିକାରୀ ଓ ସ୍ଥାନୀୟ ଲୋକ ଉପସ୍ଥିତ ରହି ଶୋକ ପ୍ରକାଶ କରିଥିଲେ।
ପଦ୍ମଶ୍ରୀ ମାଗୁଣି କୁଅଁର ୮୮ ବର୍ଷ ବୟସରେ କେନ୍ଦୁଝର ପୁରୁଣା ସହରରେ ବୈଦରାଜ୍ ସାହିରେ ଥିବା ପୈତୃକ ଘରେ ଆଜି ସକାଳେ ଅର୍ଥାତ୍ ଶନିବାର ନିଜର ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।
BREAKING NEWS
- ହିନ୍ଦୀ କୌଣସି ଭାଷାର ପ୍ରତିଦ୍ୱନ୍ଦୀ ନୁହେଁ: ଦୁନିଆର ସବୁ ଭାଷା ଶିଖ, ହେଲେ ନିଜ ମାତୃଭାଷାକୁ ଭୁଲ ନାହିଁ
- FATF ବୈଠକ ପୂର୍ବରୁ ପାକିସ୍ତାନର ନୂଆ ନାଟକ: ମସୁଦ ଅଜହର ଦେଶରୁ ଫେରାର
- Uranium ore:ମିଳିଲା ୧୧୦ ମିଲିୟନ ଟନ୍ ୟୁରାନିୟମ୍;ପରମାଣୁ ଶକ୍ତି ଉପରେ ଫୋକାସ୍
- ଏସୀୟ କ୍ରୀଡ଼ା,ଏଫ୍ଆଇଜି ୱାର୍ଲ୍ଡ ଚ୍ୟାଲେଞ୍ଜ କପରେ ଭାରତର ପ୍ରତିନିଧିତ୍ୱ କରିବେ ଓଡ଼ିଶାର ୩ ଜିମ୍ନାଷ୍ଟ
- ଫେରିଯିବ ମୌସୁମୀ: ପଶ୍ଚିମ ରାଜସ୍ଥାନର କିଛି ଅଞ୍ଚଳରୁ ଅପସାରଣ ପାଇଁ ପାଗ ଅନୁକୂଳ ସମ୍ଭାବନା
- ଆଫଗାନିସ୍ତାନ ଟି୨୦ ସିରିଜରୁ ବାଦ୍ ପଡ଼ିଲେ ବରୁଣ ଚକ୍ରବର୍ତ୍ତୀ
- ଚୋରଙ୍କ ନଜରରେ ପରୀକ୍ଷା ସେଣ୍ଟର; ଧରାପଡିଲେ ଚୋର ଗ୍ୟାଙ୍ଗ;୨୬ ମୋବାଇଲ ସହ
- ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ, ନିଜ ଘରେ ‘ଆଶୀର୍ବାଦର ଦୀପ’ ପ୍ରଜ୍ଜ୍ୱଳନ କରିବା ପାଇଁ ଆହ୍ୱାନ
- ସାମାନ୍ୟ ବଚସାକୁ ନେଇ ଜଘନ୍ୟ କାଣ୍ଡ: ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ
- ପାର୍ବଣରେ ପୋଲିସର କଡ଼ା କାର୍ଯ୍ୟାନୁଷ୍ଠାନ, ଜୋର୍ ଜବରଦସ୍ତି ଚାନ୍ଦା ମାଗି ୩ ଗିରଫ

Comments are closed.