ଭୁବନେଶ୍ବର: ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କର ଆଜି ଅପରାହ୍ନ ୪.୧୫ରେ ପରଲୋକ ହୋଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ୨୦ ଦିନ ପୂର୍ବରୁ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ। କଟକ ଏସସିବି କୋଭିଡ୍ ହସ୍ପିଟାଲରେ ଶ୍ରୀ ରାଓଙ୍କର ଚିକିତ୍ସା ଚାଲିଥିଲା। ସେଠାରେ ଆଜି ତାଙ୍କର ମୃତ୍ୟୁ ହୋଇଛି। ଶ୍ରୀ ରାଓଙ୍କର କରୋନା ଚିକିତ୍ସା ଚାଲିଥିଲେ ସୁଦ୍ଧା ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ଘଟି ନଥିଲା। ଶ୍ରୀ ରାଓଙ୍କର ବ୍ରେନ ଷ୍ଟ୍ରୋକରେ ପରଲୋକ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି।
BREAKING NEWS
- ଭାରତର ପ୍ରଥମ ସ୍ବଦେଶୀ AK-203 ଶେର…
- Sambalpur–Kataka NH‑55:ଏନ୍ଏଚ୍-୫୫ ରାସ୍ତାର ତୁରନ୍ତ ମରାମତି ପାଇଁ ମନ୍ତ୍ରୀ ଗଡ଼କରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ
- ରାସନ ସାମଗ୍ରୀ ଆଣିବାକୁ ଯାଇ ଭାସିଗଲେ ବୃଦ୍ଧ
- Women Mountaineers: ୨୦,୧୦୦ ଫୁଟ ଉଚ୍ଚରେ ତ୍ରିରଙ୍ଗା, ମାଉଣ୍ଟ ୟୁନାମ ଚଢ଼ି ଇତିହାସ ରଚିଲେ ଓଡ଼ିଶାର ୧୧ ଯୁବତୀ
- Saura Art: ସଉରା କଳାକୁ ଆଧୁନିକ ରୂପ, ଝାରସୁଗୁଡ଼ାର ୬୦ରୁ ଅଧିକ ମହିଳା କାରିଗରଙ୍କୁ ପ୍ରଶିକ୍ଷଣ
- ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
- Strait of Hormuz: ବଢିଲା ଇରାନ ସହ ଟଣାଓଟରା, ମ୍ୟାପ୍ ଜାରି କରି ହର୍ମୁଜ୍କୁ ‘ଆମେରିକାର ନୂଆ ଅଞ୍ଚଳ’ କହିଲେ ଟ୍ରମ୍ପ୍
- MMDR Controversy: ଖଣି ଅଧିକାରକୁ ନେଇ ତାତିଲା ଓଡ଼ିଶା ରାଜନୀତି; ‘ଡାର୍କ ଆକ୍ଟ’ କହିଲା କଂଗ୍ରେସ, ଜାଣନ୍ତୁ କ’ଣ କହିଲେ ବାଚସ୍ପତି?
- Odisha Rain Alert: ପୁଣି ମାଡି ଆସୁଛି ଆଉ ଏକ ଲଘୁଚାପ…ଆଜିଠୁ ପ୍ରବଳ ବର୍ଷିବ! ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ…
- Japan Earthquake: ଟୋକିଓକୁ ଜୋରଦାର ଝଟକା, ୫.୯ ତୀବ୍ରତାର ଭୂକମ୍ପ, ୫ ଆହତ


Comments are closed.