ରାଜ୍ୟରୁ ସୁସ୍ଥ ହେଲେ ୩୩୭୮ କରୋନା ରୋଗୀ
ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ଆରୋଗ୍ୟଙ୍କ ମଧ୍ୟରେ କଟକରୁ ୫୪୦, ଖୋର୍ଦ୍ଧାରୁ ୨୮୯, ପୁରୀରୁ ୨୦୦, ଯାଜପୁରରୁ ୧୭୬, ୧୪୧ ରାୟଗଡାରୁ,୧୩୭…