Latest Odisha News

BREAKING NEWS

ଦିନ ୨ଟା ପରେ କଟକରେ ଦୋକାନ ବଜାର ବନ୍ଦ

କଟକ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ମ୍ୟୁନିସିପାଲ କର୍ପୋରେସନ (ସିଏମସି) ପକ୍ଷରୁ ମେଡିସିନ୍ ଷ୍ଟୋର ବ୍ୟତୀତ ସହରର ସମସ୍ତ ଦୋକାନ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ମେ ୩ରୁ ମେ ୧୮ ପର୍ଯ୍ୟନ୍ତ ତଥା ୧୫ ଦିନ ଯାଏଁ ନୂତନ ନିୟମାବଳୀ ଆସିବା ଯାଏଁ ବଳବତ୍ତର ରହିବ। ତେବେ ଏହି…

ଦୁଷ୍କର୍ମ ଅଭିଯୁକ୍ତଙ୍କୁ ପିଟିପିଟି ହତ୍ୟା ଅଭିଯୋଗ

ବାଲେଶ୍ବର: ବାଲେଶ୍ବର ଜିଲ୍ଲାର ସୋରୋ ଅଞ୍ଚଳରେ ସ୍ଥାନୀୟ ବାସିନ୍ଦା ଜଣେ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ମାଡ ମାରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବର ଅନୁଯାୟୀ, ଗୁରୁବାର ଅପରାହ୍ନରେ ଜଣେ ମହିଳା ଶୁଖିଲା ପତ୍ର ସଂଗ୍ରହ କରିବାକୁ ନିକଟ ଜଙ୍ଗଲକୁ ଯାଇଥିବା ବେଳେ ବସନ୍ତ ସିଂ ନାମକ ଜଣେ…

କରୋନାରେ ବରିଷ୍ଠ ସାମ୍ବାଦିକ ରୋହିତ ସର୍ଦ୍ଦାନାଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ମାରାତ୍ମକ କରୋନା ସଂକ୍ରମିତ ହୋଇ ଜଣାଶୁଣା ଟିଭି ସାମ୍ବାଦିକ ରୋହିତ ସର୍ଦ୍ଦାନାଙ୍କ ଶୁକ୍ରବାର ଦିନ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବରିଷ୍ଠ ଟିଭି ସାମ୍ବାଦିକ ରୋହିତଙ୍କୁ ଗୁରୁବାର ମେଟ୍ରୋ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଆଜି ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା…

ବିଜୟ ସହ ଶୀର୍ଷକୁ ଫେରିବା ଲକ୍ଷ୍ୟରେ ବାଙ୍ଗାଲୋର

ଅହମ୍ମଦାବାଦ: ଚଳିତ ଆଇପିଏଲରେ ଶୁକ୍ରବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ପଞ୍ଜାବ କିଙ୍ଗସ ମଧ୍ୟରେ ମୁକାବିଲା ହେବ । ବିରାଟ କୋହଲି ନେତୃତ୍ୱାଧୀନ ବାଙ୍ଗାଲୋର ଏହି ମ୍ୟାଚରେ ବିଜୟ ହାସଲ କରି ପଂଏଟ ଟେବୁଲର ଶୀର୍ଷକୁ ଫେରିବା ଲକ୍ଷ୍ୟରେ ରହିବ । ଅପରପକ୍ଷରେ ଲୋକେଶ ରାହୁଲଙ୍କ ନେତୃତ୍ୱରେ…

କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ୟୁ

ରାଉରକେଲା: କରୋନାରେ ଆଉ ଜଣେ ସାମ୍ବାଦିକଙ୍କ ମୃତ୍ୟୁ। ସାମ୍ବାଦିକ ଅଦ୍ୱ‌େତ ପ୍ରସାଦ ବିଶ୍ବାଳ ରାଉରକେଲାସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ସୂଚନାନୁସାରେ, ଶ୍ରୀ ବିଶ୍ୱାଳ ଏକ ସପ୍ତାହରୁ ଅଧିକ ସମୟ ଧରି କରୋନା ସହ ଲଢେଇ ଜାରି…

ପୁରୀରେ ସନ୍ଧ୍ୟା ୬ରୁ ଦୋକାନ ବଜାର ବନ୍ଦ

ପୁରୀ: ପୁରୀ ଜିଲ୍ଲାରେ କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଆଜି ଠାରୁ ସହରରେ ସନ୍ଧ୍ୟା ୬ଟା ପରେ ଦୋକାନ ବଜାର ବନ୍ଦ ରହିବ। ସୂଚନା ଅନୁଯାୟୀ ବ୍ୟବସାୟୀ ମାନେ ସକାଳ ୫ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବ୍ୟବସାୟ କରିପାରିବେ ବୋଲି ଗତକାଲି ବ୍ୟବସାୟ ସଂଘ ସହ ଆଲୋଚନା ପରେ ନିଷ୍ପତ୍ତି ହୋଇଛି…

ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ପାଇଁ ଦାବୀ କଲେ ଆପ୍ ବିଧାୟକ ଶୋଏବ

ନୂଆଦିଲ୍ଲୀ: ଦିଲ୍ଲୀରେ ଆମ ଆଦମୀ ପାର୍ଟିର ବିଫଳତା ସମ୍ପୂର୍ଣ୍ଣ ଭାବେ ପଦାରେ ପଡିଛି । କୋଭିଡ-୧୯ ସଂକ୍ରମଣକୁ ରୋକିବାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ତାଙ୍କ ସରକାର ଫେଲ୍ ମାରିଛନ୍ତି । ଏହା ମଧ୍ୟରେ ଆପ ବିଧାୟକ ଶୋଏବ ଇକବାଲ ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ପାଇଁ…

ପର୍ଯ୍ୟଟକ ଧ୍ୟାନ ଦିଅନ୍ତୁ: କାଲିଠୁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ୍ ବନ୍ଦ

ଭୁବନେଶ୍ୱର: ନନ୍ଦନକାନନ ଓ ବଟାନିକାଲ୍ ଗାର୍ଡେନ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଜରୁରୀ ସୂଚନା । ଆସନ୍ତାକାଲିଠାରୁ ବନ୍ଦ ରହିବ ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଏହାସହ ବଟାନିକାଲ୍ ଗାର୍ଡେନ ବି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଏନେଇ ନନ୍ଦନକାନନ…

ଏହି ରାଜ୍ୟରେ ୧୮ରୁ ୪୪ ବୟସ ବର୍ଗଙ୍କ ପାଇଁ ମେ ୧ରୁ ଆରମ୍ଭ ହେବନି ଟିକାକରଣ ଅଭିଯାନ

ମଧ୍ୟପ୍ରଦେଶ: ୧୮ରୁ ୪୪ ବୟସ ବର୍ଗଙ୍କ ପାଇଁ ଟିକାକରଣ ଅଭିଯାନ ମଧ୍ୟପ୍ରଦେଶରେ ମେ ୧ ରୁ ଆରମ୍ଭ ହେବ ନାହିଁ। ଏ ନେଇ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ଉତ୍ପାଦକମାନେ ଠିକ୍ ସମୟରେ ଟିକା ଯୋଗାଇ ପାରିବେ ନାହିଁ ଯେଉଁଥିପାଇଁ ମେ ୧ରୁ ଏହି ଅଭିଯାନ…

କରୋନାରୁ ସୁସ୍ଥ ହେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ: ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନାକୁ ହରାଇବାରେ ସଫଳ ହୋଇଛନ୍ତି । ଏପ୍ରିଲ ୧୪ରେ ଯୋଗୀ ଆଦିତ୍ୟନାଥ କରୋନା ସଂକ୍ରମିତ ହୋଇଥିଲେ । ସେ ନିଜକୁ ହୋମ ଆଇସୋଲେଶନରେ ରଖିଥିଲେ । ଏବେ ରିପୋର୍ଟ ନେଗେଟିଭ ଆସିବାରୁ ସେ ଆଶ୍ୱସ୍ତ ହୋଇଛନ୍ତି । ଟୁଇଟ କରି ସେ ଜଣାଇଛନ୍ତି…