୨୦,୦୦୦ ଫୁଟ ଉଚ୍ଚତାରେ ମିଳିପାରିବ ଇନ୍-ଫ୍ଲାଇଟ ମୋବାଇଲ ସେବା: ରିଲାଏନ୍ସ ଜିଓ
ମୁମ୍ବାଇ: ଜିଓ ପୋଷ୍ଟପେଡ ପ୍ଲସ୍ ଗ୍ରାହକଙ୍କ ନିମନ୍ତେ ଭାରତର ପ୍ରଥମ ଇନ୍ ଫ୍ଲାଇଟ ସେବା ଆରମ୍ଭ କରିବାକୁ ଜିଓ ଏବଂ ପାନାସୋନିକ ଆଭିଓନିକ୍ସ କର୍ପୋରେସନର ସହଯୋଗୀ ସଂସ୍ଥା ଏରୋମୋବାଇଲ ସହଭାଗିତା କରିଛନ୍ତି ।
ଜିଓର ଇନ-ଫ୍ଲାଇଟ ସେବା ବିଦେଶ ଯାତ୍ରା କରୁଥିବା ପ୍ରତ୍ୟେକ ଭାରତୀୟ ବିମାନ…