Latest Odisha News

BREAKING NEWS

ଓଡିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ଓଡିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ ଚିଠିରେ ଲେଖିଛନ୍ତି ଯେ, ଓଡିଶୀ…

ସମ୍ ଅଲ୍ଟିମେଟ ମେଡିକେୟାରରେ ୨ଟି ସଫଳ କିଡନୀ ପ୍ରତ୍ୟାରୋପଣ

ଭୁବନେଶ୍ୱର: କରୋନା ମହାମାରୀ ସମୟରେ ରୋଗୀଙ୍କୁ ଉତ୍କୃଷ୍ଟ ସେବା ଯୋଗାଇ ଆସୁଛି ସମ୍ ଅଲ୍ଟିମେଟ୍ ମେଡିକେୟାର।  ଏହି ଜଟିଳ ପରିସ୍ଥିତରେ ନିକଟରେ ସମ୍ମମ୍‌ରେ ଦୁଇଟି କିଡ୍‌ନୀ ପ୍ରତ୍ୟାରୋପଣ ସଫଳତାର ସହ କରାଯାଇଛି । ଉଭୟ ରୋଗୀ ଜଟିଳ କିଡନୀ ରୋଗର ପଂଚମ ସ୍ତରରେ ଥିବାରୁ ସେମାନଙ୍କର…

ଆଇପିଏଲ ମହାସମର: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲେ ଚେନ୍ନାଇ

ଦୁବାଇ: ଆଇପିଏଲର ଆଜି ଖେଳାଯାଉଥିବା ସପ୍ତମ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗସ୍ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ହେଉଛି । ତେବେ ଟସ୍ ଜିତି ଚେନ୍ନାଇ ସୁପକିଙ୍ଗସ୍ ଅଧିନାୟକ ଧୋନି ବୋଲିଂ ନିଷ୍ପତ୍ତି ନେଇଛନ୍ତି । ଚଳିତ ଥର ଚେନ୍ନାଇ ଖେଳିଥିବା ଦୁଇଟି ମ୍ୟାଚରୁ ଗୋଟିକରେ ବିଜୟ ହାସଲ…

ଓଡିଶାରୁ ସୁସ୍ଥ ହେଲେ ସର୍ବାଧିକ ୪୩୮୮ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୪୩୮୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ୍ ସୁସ୍ଥତାଙ୍କ ସଂଖ୍ୟା ୧୬୫୪୩୨ ଟପିଛି। ଖୋର୍ଦ୍ଧାରୁ ୭୪୪, କଟକରୁ ୪୯୬, ପୁରୀରୁ ୧୮୩,…

ଭୁବନେଶ୍ୱରରେ ୨୦ ହଜାର ଟପିଲା କରୋନା ସଂକ୍ରମଣ; ଆଜି ୩୨୬ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ଆକ୍ରାନ୍ତଙ୍କ ମଧ୍ୟରେ ୭୦ ଜଣ କ୍ୱାରେଣ୍ଟାଇନ୍…

‘ପିଆଜ ରପ୍ତାନି ଉପରୁ ପ୍ରତିବନ୍ଧକ ହଟାଅ’: ମହାରାଷ୍ଟ୍ର ମନ୍ତ୍ରୀ

ମହାରାଷ୍ଟ୍ର: କୃଷି ମନ୍ତ୍ରୀ ସନ୍ଦୀପ ଭୁମେ ପିଆଜ ରପ୍ତାନି ଉପରେ ଲାଗିଥିବା ପ୍ରତିବନ୍ଧକକୁ ପ୍ରତ୍ୟାହାର କରିବାକୁ କେନ୍ଦ୍ରକୁ ଅନୁରୋଧ କରିଛନ୍ତି। କେନ୍ଦ୍ରକୁ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଲେଖିଥିବା ଚିଠିରେ ସେ ଏହି ଦାବି କରିଛନ୍ତି। ଚିଠିରେ କୁହାଯାଇଛି ଯେ ପିଆଜ…

ସୁନ୍ଦରଗଡ଼ ଜିଲ୍ଲାରେ ମା’ ଓ ଶିଶୁ ସୁରକ୍ଷା ପାଇଁ ପ୍ରତିଷ୍ଠା ହେବ ଆଉ ୯ଟି ‘ମା’ ଗୃହ’

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ସରକାରୀ ଓ ଘରୋଇ ସହଭାଗିତା (ପିପିପି) ଉପରେ ଗୁରୁତ୍ୱ ଆରୋପ କରାଯାଉଛି। ନିକଟରେ ଏ ସମ୍ପର୍କରେ ଆୟୋଜିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବିଶେଷକରି, ଜିଲ୍ଲାର…

କରୋନା ମୁକାବିଲା ପାଇଁ ରାଜଧାନୀରେ ହେଲା ଆଉ ୬୦ ଆଇସିୟୁ ବେଡ୍‌ର ବ୍ୟବସ୍ଥା : ବିଏମସି କମିଶନର

ଭୁବନେଶ୍ୱର : ରାଜଧାନୀରେ ୩ ହଜାର ୬୮୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି । କିନ୍ତୁ ସେମାନଙ୍କ ମଧ୍ୟରେ ୭୫ ପ୍ରତିଶତ ଘରେ ସଙ୍ଗରୋଧରେ ଅଛନ୍ତି । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କମିଶନର…

ଆସିଲା ବିହାର ନିର୍ବାଚନ ସୂଚୀ: ଜାଣନ୍ତୁ ଜରୁରୀ ତାରିଖ

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ନିର୍ବାଚନ ଆୟୋଗ (ଇସିଆଇ) ଘୋଷଣା କରିଛି। ଅକ୍ଟୋବର ୨୮, ନଭେମ୍ବର ୩ ଏବଂ ୭ ରେ ତିନୋଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ ଏବଂ ନଭେମ୍ବର ୧୦ ରେ ଫଳାଫଳ ଘୋଷଣା କରାଯିବ। ବିଶ୍ୱରେ କରୋନା ମହାମାରୀ ମଧ୍ୟରେ ଏହା ଭାରତରେ ହେବାକୁ…

କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କରୋନା

ଭୁବନେଶ୍ୱର: କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ଶୁକ୍ରବାର ଦିନ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ”ମୋର କରୋନା ଟେଷ୍ଟ ପଜିଟିଭ ବାହାରିଛି । ଏବେ ମୋର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ବେଳେ ହୋମ୍ ଆଇସୋଲେସନରେ ରହିଛି” ବୋଲି…