ଓଡ଼ିଶାର ବିଦ୍ୟୁତ୍ ବିତରଣ କମ୍ପାନିକୁ ୮୪ କୋଟି ରିହାତି ପ୍ରଦାନ: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଲକଡ଼ାଉନ୍ ସମୟରେ ବିଦ୍ୟୁତ୍ କିଣିବା ପାଇଁ ଓଡ଼ିଶାର ବିଦ୍ୟୁତ୍ ବିତରଣ କମ୍ପାନି (ଡ଼ିସକମ) ଗୁଡ଼ିକୁ ଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରାୟତ୍ତ ଉଦ୍ୟୋଗ ପକ୍ଷରୁ ୮୪ କୋଟି ଟଙ୍କାର ରିହାତି ପ୍ରଦାନ। ଯାହା ଫଳରେ ରାଜ୍ୟରେ ବିଦ୍ୟୁତ୍ ବ୍ୟବହାର କ୍ଷେତ୍ରରେ ଉପୁଜିଥିବା ସମସ୍ୟା ଲାଘବ…