Latest Odisha News

BREAKING NEWS

ବିଦ୍ୟୁତ ଦର ବୃଦ୍ଧି ପ୍ରତିବାଦ, ରାସ୍ତାକୁ ଓହ୍ଲାଇଲା ବିଜେପି

ଭୁବନେଶ୍ୱର: ରାଜ୍ୟରେ ବିଜୁଳି ଦର ୨୦ ପଇସା ଵୃଦ୍ଧି ପ୍ରତିବାଦରେ ବିଜେପିର ପ୍ରତିବାଦ। ଭୁବନେଶ୍ୱର ସ୍ଥିତ ରାଜ୍ୟ  ବିଦ୍ୟୁତ ନିୟମାକ ଆୟୋଗ ସାମ୍ନାରେ ପ୍ରରିବାଦ କରିଛି  ଭୁବନେଶ୍ୱର ଜିଲ୍ଲା ବିଜେପି। ଭୁବନେଶ୍ୱର  ଜିଲ୍ଲା ବିଜେପି ସଭାପତି ବାବୁ ସିଂ ଅଭିଯୋଗ କରିଛନ୍ତି ଯେ, କୋଭିଡ ଦମୟରେ…

ବନ୍ୟାରେ ଧୋଇଗଲା ୨୮୩ କୋଟି ଟଙ୍କାର ନଦୀବନ୍ଧ

ଭୁବନେଶ୍ୱର: ବନ୍ୟାରେ ଧୋଇଗଲା ୨୮୩ କୋଟି ଟଙ୍କାର ନନୀବନ୍ଧ । ଏଥିସହ ୩୮ଟି ଘାଇ ଏବଂ ୯୯୬ କିଟୋର ନବୀବନ୍ଦ ଆଂଶିକ କ୍ଷତିଗ୍ରସ୍ତ ହୋଇଛି । ଏନେଇ ଆଜି ଜଳସମ୍ପଦ ସଚିବଙ୍କୁ ଚିଠି ଲେଖି ଜଣାଇଛନ୍ତି ବିଭାଗିୟ ମୁଖ୍ୟଯନ୍ତ୍ରୀ । ମହାନଦୀ ବେସିନ ମୁଖ୍ୟଯନ୍ତ୍ରୀ ସୁଶାନ୍ତ ରଥ ଚିଠିରେ ଦର୍ଶାଇଛନ୍ତି…

ବଲିଉଡର ଡ୍ରଗ୍ସ ଲିଙ୍କ: NCB ସ୍କାନରରେ ଚାରି ଜଣ ହିରୋ, କିଏ ସେମାନେ ?

ମୁମ୍ୱାଇ: ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ପରେ ସାମନାକୁ ଆସିଛି ବଲିଉଡର ଡ୍ରଗ୍ସ ଲିଙ୍କ । ଦୀପିକା ପାଦୁକୋନ, ଶ୍ରଦ୍ଧା କପୁର, ସାରା ଅଲ୍ଲୀ ଖାନଙ୍କ ଭଲି ଗ୍ଲାମର କୁଇନଙ୍କ ନାଁ ଚର୍ଚ୍ଚାକୁ ଆସିଛି । ବି-ଟାଉନ ସୁନ୍ଦରୀଙ୍କୁ ସମନ କରିଛି କାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ହିରୋଇନଙ୍କ…

ପୁରୀରେ ପ୍ରତିଦିନ ଦୁଇ ଶହ ପଜିଟିଭ୍, ୯ ହଜାର ଟପିଲା କରୋନା କେସ୍

ପୁରୀ: ସେପ୍ଟେମ୍ବରରେ ପୁରୀ ଜିଲ୍ଲାରେ କରୋନା ସ୍ଥିତି ଉଦବେଗଜନକ । ବେକାବୁ ମହାମାରୀ । ଏବେ ପ୍ରତିଦିନ ଦୁଇ ଶହରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଆଉ ୨୦୩ ନୂଆ ପଜିଟିଭ୍ ବାହାରିଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୯ ହଜାର ପାର କରିଛି ।…

ଆଜି ସର୍ବାଧିକ ସଂକ୍ରମିତ, ସର୍ବାଧିକ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ଗତ ୬ ମାସ ମଧ୍ୟରେ ଆଜି ରାଜ୍ୟରେ ସର୍ବାଧିକ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଲଗାତାର ୯ମ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଟପିଛି । ଗତ ୨୪ ଘଂଟାରେ ରାଜ୍ୟରେ ୪,୩୪୦ ନୂଆ ମାମଲା…

ମୁଣ୍ଡ ନେଉଛି ମହାମାରୀ: ରାଜ୍ୟରେ ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ କରୋନା ନେଇଛି ଆଉ ୧୬ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ବିଭିନ୍ନ କୋଭିଡ ହସ୍ପିଟାଲରେ ୮ ଜିଲ୍ଲାର କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଭୁବନେଶ୍ୱରରୁ ଅଛନ୍ତି ୩ ଜଣ । Regret…

ମନ୍ଦିର ପରିସରରେ ମର୍ଡର, ପଥରରେ ଛେଚି ହତ୍ୟା

ବ୍ରହ୍ମପୁର: ମନ୍ଦିର ପରିସରରେ ମର୍ଡର । ଯୁବକଙ୍କୁ ପଥରରେ ଛେଚି ବିଭତ୍ସ ହତ୍ୟା । ଏଭଳି ଘଟଣା ଘଟିଛି ଗଂଜାମ ଜିଲ୍ଳା ବଡବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ରାଧାକାନ୍ତ ସାହି ସ୍ଥିତ ରାଧାକୃଷ୍ଣ ମନ୍ଦିରରେ । ମନ୍ଦିର ପ୍ରାଙ୍ଗଣରେ ଥିବା ରୋଷେଇଘର ବାରଣ୍ଡାରେ ପଡିଛି ବ୍ୟକ୍ତିଙ୍କ…

ଆସିଲେନି ରାକୁଲ, NCBରେ ହାଜର ହେଲେ ସିମୋନ ଖମ୍ବାଟା

ମୁମ୍ବାଇ: ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କକୁ ନେଇ ଏନ୍‌ସିବି ତଦନ୍ତ ଜାରି ରଖିଛି । ଏନସିବି ରାଡାରରେ ରହିଛନ୍ତି ବଲିଉଡର ଅନେକ ବଡ ବଡ ନାୟିକା । ଏହି ମାମଲାରେ ଆଜି ଏନସିବି ଫ୍ୟାଶନ ଡିଜାଇନର ସିମୋନ ଖମ୍ବାଟା ଓ ଅଭିନେତ୍ରୀ ରାକୁଲ ପ୍ରିତ ସିଂଙ୍କୁ ହାଜର ହେବାକୁ କହିଥିଲା ।…

ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶେଖ ମତଲୁବଙ୍କ ଆଜି ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଟ୍ୱିଇଟ୍ କରି…

କୋଭିଡ ମୁକାବିଲା: ଆଜିଠୁ ଗଂଜାମରେ ଅନ୍‌ଲାଇନ୍ ଓ ଅଫ୍‌ଲାଇନ୍‌ରେ କ୍ୟାମ୍ପେନ୍

ଗଞ୍ଜାମ: ରାଜ୍ୟରେ ବଢ଼ି ଚାଲିଛି କୋଭିଡ ମାମଲା । ଏହାର ମୁକାବିଲା ପାଇଁ ଜୋରଦାର ପ୍ରୟାସ । ଗଂଜାମକୁ କରୋନା ମୁକ୍ତ କରିବା ପାଇଁ ଆଜିଠୁ ସେଠାରେ କ୍ୟାମ୍ପେନ ଆରମ୍ଭ ହୋଇଛି । ଉଭୟ ଅନ୍‌ଲାଇନ୍ ଓ ଅଫଲାଇନ୍ ମାଧ୍ୟରେ ଲୋକଙ୍କୁ ସଚେତନ କରାଯାଉଛି । ସ୍ୱେଚ୍ଛାସେବୀ ଓ ଜନପ୍ରତିନିଧି ଘରକୁ ଘର…