ଗପ: ଭୂତ
✍️ଶ୍ରୀୟା
"ଭୂତ ଭୂତ ଭୂତ ! ବାରି ଆଡ଼େ ସନା ଭୂତ ଦେଖିଛି !"
ଆମେ ଚମକି ପଡ଼ିଲୁ ! କାକାଙ୍କ ଦେହତ୍ୟାଗ କରିବାର ମାସଟିଏ ପୁରି ନଥାଏ । ଏତଦବ୍ୟତୀତ ସନା ବି ଅନେକ ଥର ଆମକୁ କହିଛି , ସତେ ଯେମିତି କେହି…