Cyclone Shelters: ରାଜ୍ୟରେ ନିର୍ମାଣ ହେବ ୮ ଶହ ବାତ୍ୟା ଆଶ୍ରୟସ୍ଥଳୀ
ଭୁବନେଶ୍ୱର: ରାଜ୍ୟରେ ନିର୍ମାଣ ହେବ ପ୍ରାୟ ୮ ଶହ ବାତ୍ୟା ଆଶ୍ରୟସ୍ଥଳୀ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି। ଦିଲ୍ଲୀ ଗସ୍ତ ବେଳେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇଛି ରାଜସ୍ବ ମନ୍ତ୍ରୀ।
ମନ୍ତ୍ରୀ କହିଛନ୍ତି ଯେ, ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ…