Chariot Of Lord Baladevjew : ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧କୋଟି ଟଙ୍କା ଅନୁଦାନ ମଞ୍ଜୁର
ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କୋଟି ଟଙ୍କାର ସ୍ୱତନ୍ତ୍ର ଅନୁଦାନ ମଞ୍ଜୁର ହୋଇଛି ।
ଏଥିନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି…