Latest Odisha News

BREAKING NEWS

ନବୀନ: ଜଣେ ହାରି ନ ଥିବା ଚାଷୀର ନାଁ

ଭୁବନେଶ୍ୱର : ଦିନ ଥିଲା, ଚାଷ ସିନା କରୁଥିଲେ କିନ୍ତୁ ସଫଳ ଚାଷୀ ହୋଇପାରି ନ ଥିଲେ । ଧାନ କେଣ୍ଡା ବିଲରେ ହସିଲା ବେଳକୁ ରୋଗ ପୋକ ଦାଉ ସାଜୁଥିଲା । କେତେବେଳେ ପତ୍ର ମୋଡା ରୋଗ ତ କେତେବେଳେ କାଣ୍ଡବିନ୍ଧା । ଏମିତିକି ସେଥିରେ କି ସାର ପ୍ରୟୋଗ କରିବେ ସେ ନେଇ ମଧ୍ୟ ଧାରଣା ନ ଥିଲା । କିନ୍ତୁ…

ଧୋନୀଙ୍କ ଶେଷ ଓଭରର ଛକା ଦଳ ପାଇଁ ଅଦରକାରୀ ଥିଲା: ଗମ୍ଭୀର

ନୂଆଦିଲ୍ଲୀ: ଚଳିତ ବର୍ଷ ଆଇପିଏଲରେ ଚେନ୍ନାଇ ସୁପରକିଙ୍ଗକୁ ଆଗରେ ରହି ବାଟ କଢେଇବାକୁ ଅନୁରୋଧ କରିଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ଗୌତମ ଗମ୍ଭୀର । ମଙ୍ଗଳବାର ଦିନ ରାଜସ୍ଥାନ ରୟାଲ୍ସ (ଆରଆର) ବିପକ୍ଷରେ CSK ର ଦ୍ୱିତୀୟ ମ୍ୟାଚରେ ଧୋନି ସାତ ନମ୍ବରରେ ବ୍ୟାଟିଂ କରିବାକୁ…

“ଅନୁରାଗ ଦୋଷୀ ସାବ୍ୟସ୍ତ ହେଲେ ପ୍ରଥମେ ମୁଁ ତାଙ୍କ ସହ ସମ୍ପର୍କ ଭାଙ୍ଗିବି”: ତାପସୀ

ମୁମ୍ବାଇ: ଅଭିନେତ୍ରୀ ପାୟଲ ଘୋଷ ଅନୁରାଗଙ୍କ ବିପକ୍ଷରେ ଆଣିଛନ୍ତି ଯୌନ ନିର୍ଯାତନା ଅଭିଯୋଗ । ତେବେ ଏଭଳି ସମୟରେ ଅନୁରାଗଙ୍କ ସପକ୍ଷରେ ଛିଡା ହୋଇଛନ୍ତି ଅଭିନେତ୍ରୀ ତାପସୀ ପନ୍ନୁ। ସେ କହିଛନ୍ତି ଯେ ଯଦି ଅନୁରାଗ ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ଅନୁରାଗଙ୍କ ସହ ସମ୍ପର୍କ ଭାଙ୍ଗିଥିବା…

ଗୁପଚୁପ୍ ଖାଉ ଖାଉ ଚାଲିଗଲା ମହିଳାଙ୍କ ପ୍ରାଣ

ସୁନ୍ଦରଗଡ: ଏମିତିବି ଆସେ ମୃତ୍ୟୁ । ଗୁପଚୁପ ଖାଉ ଖାଉ ଚାଲିଗଲା ମହିଳାଙ୍କ ପ୍ରାଣ । ଏଭଳି ଏକ ଦୁଃଖଦ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଦା ଥାନା ଅଞ୍ଚଳରେ । ଗୁପଚୁପ ଖାଇବାର ଭାରି ମୂଲ୍ୟ ଦେବାକୁ ପଡିଛି ମହିଳାଙ୍କୁ । ମୃତ ମହିଳାଙ୍କ ନାମ ହେଉଛି ନାମ ଫୁଲମତି କିଷାନ (୩୦)। ଖବର…

ଦଳ ଛାଡିବାର ପ୍ରଶ୍ନ ଉଠୁନି: ରବିନ୍ଦ୍ର ଜେନା

ବାଲେଶ୍ୱର: ସବୁ କଳ୍ପନା ଜଳ୍ପନାର ଅବସାନ ଘଟାଇଛନ୍ତି ବାଲେଶ୍ୱର ଜିଲ୍ଲା ବିଜେଡି ସଭାପତି ରବୀନ୍ଦ୍ର ଜେନା । କହିଛନ୍ତି ନିଜ ପାଇଁ ଆଉ ମାଗିବେନି ଭୋଟ୍ । ଏପରିକି ଗତ ଜାନୁଆରୀ ମାସରୁ ସେ ଏନେଇ ଘୋଷଣା କରିସାରିଥିବା ସୂଚନା ଦେଇଛନ୍ତି । ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ସେ ପ୍ରବଳ…

ରିୟାଙ୍କୁ ମିଳିଲାନି ବେଲ, ବାଧକ ସାଜିଲା ବର୍ଷା

ମୁମ୍ବାଇ: ବଢ଼ିଲା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କ ଚିନ୍ତା । ଆଜି ମିଳିବନି ରିୟାଙ୍କୁ ବେଲ୍ । ବାଧକ ସାଜିଲା ବର୍ଷା । ଲିଉଡ ଡ୍ରଗ୍ସ ଲିଙ୍କରେ ଗିରଫ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରେମିକା ରିୟା ଚକ୍ରବର୍ତ୍ତୀଙ୍କ ଆଜି ଜାମିନ ଶୁଣାଣି ବମ୍ବେ ହାଇକୋର୍ଟରେ ଥିଲା । ତେବେ…

ଆଜି ଶେଷ ହୋଇପାରେ ଉଭୟ ଗୃହର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ: ଆଜି ଉଭୟ ସଦନର ମୌସୁମୀ ଅଧିବେଶନ ଶେଷ ହୋଇପାରେ । ୧ ଅକ୍ଟୋବର ଯାଏଁ ଚାଲିବାକୁ ଥିବା ସଂସଦର ମୌସୁମୀ ଅଧିବେଶନ କରୋନା ମହାମାରୀକୁ ଦୃଷ୍ଟିରେ ରଖି ଆଜି ଶେଷ କରିବାକୁ ଉଭୟ ଶାସକ ଓ ବିରୋଧୀ ଦଳଙ୍କ ମତ ଲୋଡାଯାଇଥିବା ବେଳେ ଏଥିରେ ଉଭୟ ସହମତ ଥିବା ଜଣାପଡିଛି । ୧୪ ସେପ୍ଟେମ୍ବରରେ…

ମଡ଼୍ ଥେରାପିର ଉପକାରିତା ସମ୍ପର୍କରେ ଜାଣନ୍ତୁ…

ଭୁବନେଶ୍ୱର: କୁହାଯାଏ ମଣିଷ ଶରୀର ମାଟିରେ ଗଢ଼ା । ମାଟି ହେଉଛି ପ୍ରକୃତିର ଏକ ଗୁରୁତ୍ଵପୂର୍ଣ୍ଣ ଉପାଦାନ । ପୃଥିବୀ ଗଠନ ହୋଇଥିବା ପାଞ୍ଚଟି ଉପାଦାନ ମଧ୍ୟରୁ ମାଟି ଅନ୍ୟତମ । ଏହି ୫ଟି ଉପାଦାନକୁ ନେଇ ପ୍ରାକୃତିକ ଚିକିତ୍ସା କରାଯାଉଛି । ପ୍ରାକୃତିକ ଚିକିତ୍ସା ମଧ୍ୟରେ ମାଟିଚିକିତ୍ସା ବା…

୨୪ ଘଣ୍ଟାରେ ରାଜ୍ୟରେ କରୋନା ନେଲା ସର୍ବାଧିକ ୧୫ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

୩୦ ଜିଲ୍ଲାରୁ ଆଜି ପୁଣି ୪୨୩୭ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ବଢ଼ି ଚାଲିଛି କରୋନା ମହାମାରୀ । ଗତ ୨୪ ଘଂଟା ମଧ୍ୟରେ ଆଜି ପୁଣି ରେକର୍ଡ ସଂଖ୍ୟକ ନୂଆ ୪୨୩୭ଟି କରୋନା ମାମଲା ଚିହ୍ନଟ ହୋଇଛି । ଏଥିରେ ୧୭୫୨ଟି ସ୍ଥାନୀୟ ସଂକ୍ରମଣ ଥିବାବେଳେ ୨୪୮୫ଟି କ୍ୱାରାଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଛି । ଚିହ୍ନଟ ହୋଇଥିବା ମାମଲା ମଧ୍ୟରୁ…